Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଫସଲ ନଷ୍ଟ କରି ଫେରିଗଲେ ଝାଡଖଣ୍ଡୀ ହାତୀପଲ, କ୍ଷତିପୂରଣ ଦାବି କଲେ ଚାଷୀ
  • ||
  • ଫସଲ ନଷ୍ଟ କରି ଫେରିଗଲେ ଝାଡଖଣ୍ଡୀ ହାତୀପଲ, କ୍ଷତିପୂରଣ ଦାବି କଲେ ଚାଷୀ
  • ||
  • ଓଡିଶା ଉପକୂଳରେ ମାଡ ହେବ ବାତ୍ୟା ! ଡିସେମ୍ବର ୩ରୁ ୬ ଯାଏଁ ପ୍ରବଳ ବର୍ଷା
  • ||
  • ଟାଙ୍ଗୀ : ତାରିଣୀ ଦର୍ଶନ ସାରି ଫେରୁଥିଲେ, ଅଧାରାସ୍ତାରେ ଧକ୍କା ଦେଲା ଟ୍ରକ, ଚାଲିଗଲା ୩ ଜୀବନ
  • ||
  • ବିଏସକେଓ୍ୱାଇରେ ଯୋଡିହେବ କୋରାପୁଟ, ଭର୍ଚୁଆଲ ମାଧ୍ୟମରେ ସ୍ମାର୍ଟ କାର୍ଡ ବଣ୍ଟନ କରିବେ ମୁଖ୍ୟମନ୍ତ୍ରୀ
  • ||
  • ବିଏସକେଓ୍ୱାଇରେ ଯୋଡିହେବ କୋରାପୁଟ, ଭର୍ଚୁଆଲ ମାଧ୍ୟମରେ କାର୍ଡ ବଣ୍ଟନ କରିବେ ମୁଖ୍ୟମନ୍ତ୍ରୀ
  • ||

ଯୁବକଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର, ମୃତ୍ୟୁ ପୂର୍ବରୁ ବାପା ଓ ସ୍ତ୍ରୀକୁ ଆକ୍ରମଣ ଉଦ୍ୟମ କରିଥିବା ସୂଚନା

27/07/2021 at 9:55 AM

ସୁବର୍ଣ୍ଣପୁର ୨୭।୭: ସୁବର୍ଣ୍ଣପୁର ଜିଲ୍ଲା ହିକୁଡି ଫାଣ୍ଡି ହିକୁଡି ଗାଁରେ ଅଭାବନୀୟ ଘଟଣା । ହିକୁଡି ଫାଣ୍ଡି ଅନ୍ତର୍ଗତ ହିକୁଡି ଗାଁରେ ଯୁବକଙ୍କ ଆତ୍ମହତ୍ୟା । ନିଜ ଘର ଭିତରେ ବେକରେ ବେଡସିଟ୍ ଲଗାଇ ଆତ୍ମହତ୍ୟା କରିଛନ୍ତି । ଯୁବକଙ୍କ ନାଁ ଦିଲ୍ଲୀପ ଗୁରୁ ।

ପାରିବାରିକ କଳହରୁ ଆତ୍ମହତ୍ୟା କରିଥିବା ସନ୍ଦେହ । ମୃତ୍ୟୁ ପୂର୍ବରୁ ବାପା ଓ ସ୍ତ୍ରୀକୁ ଆକ୍ରମଣ ଉଦ୍ୟମ କରିଥିବା ସୂଚନା ମିଳିଛି । ବାପା ତଳେ ପଡିଯାଇ ଆହତ ହେବା ଯୋଗୁଁ ତାଙ୍କୁ ସୋନପୁର ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି । ହିକୁଡି ପୋଲିସ ଘଟଣାସ୍ଥଳରେ ପହଞ୍ଚି ମୃତଦେହ ଜବତ କରି ତଦନ୍ତ ଆରମ୍ଭ କରିଛି । ହିକୁଡି ଥାନାରେ କେସ୍ ନମ୍ବର ୧୦/୨୧ରେ ଏକ ଅପମୃତ୍ୟୁ ମାମଲା ରୁଜ୍ଜୁ ହୋଇଛି । ଯୁବକଙ୍କ ମାନସିକ ସ୍ଥିତି ଠିକ୍ ନଥିବା ଶୁଣାଯାଉଛି ।

   Related Posts