Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ୨୪ ଘଣ୍ଟାରେ ରାଜ୍ୟରେ ଚିହ୍ନଟ ହେଲେ ୧୦୫ କରୋନା ସଂକ୍ରମିତ, ୧୦୫୦୩୫୪ରେ ପହଞ୍ଚିଲା ସଂଖ୍ୟା
  • ||
  • ରାଜ୍ୟରେ ଆଉ ଜଣଙ୍କ ଜୀବନ ନେଲା କରୋନା, ମୃତ୍ୟୁସଂଖ୍ୟା ୮୪୨୩କୁ ବୃଦ୍ଧି
  • ||
  • ଦେଶରେ ୨୪ ଘଣ୍ଟାରେ ବାହାରିଲେ ୮ ହଜାରରୁ ଅଧିକ କରୋନା ପଜିଟିଭ୍, ୨୧୧ ମୃତ
  • ||
  • ଗୁଜୁରାଟରେ ଓମିକ୍ରନ ଗଞ୍ଜାମକୁ ବିପଦ : ବଢିବ ସଂକ୍ରମଣ ! ସତର୍କ କଲା ପ୍ରଶାସନ
  • ||
  • ଡ୍ରାଇଭରଙ୍କୁ ମାଗିଲେ ଲାଞ୍ଚ, ନଦେବାରୁ ଆକ୍ରମଣ କରି କଲେ ଲହୁଲୁହାଣ
  • ||
  • ଆଉ ବର୍ଷା ନାହିଁ, ବଦଳିବ ପାଗ : ୧୧ରୁ କମିଯିବ ଶୀତ
  • ||
  • ଆସୁଛନ୍ତି ପୁଟିନ : ମୋଦୀଙ୍କୁ ଭେଟିବେ, ବହୁ ଗୁରୁତ୍ୱପୂର୍ଣ୍ଣ ପ୍ରସଙ୍ଗ ଉପରେ ହେବ ଆଲୋଚନା
  • ||

ବିଦ୍ୟୁତ ସଂସ୍ପର୍ଶରେ ଆସି ଅର୍ଦ୍ଧଦଗ୍ଧ ଯୁବକଙ୍କ ମୃତଦେହ ଉଦ୍ଧାର, ହତ୍ୟା ଅଭିଯୋଗ ଆଣିଲେ ପରିବାରଲୋକ

17/10/2020 at 9:48 AM

ସମ୍ବଲପୁର ୧୭।୧୦: ବନ୍ୟଜନ୍ତୁ ଶିକାର ପାଇଁ ବିଛାଯାଇଥିବା ବିଦ୍ୟୁତ ତାର ସଂସ୍ପର୍ଶରେ ଆସି ଅର୍ଦ୍ଧଦଗ୍ଧ ଯୁବକଙ୍କ ମୃତ ଦେହ ଉଦ୍ଧାର । ଏଭଳି ଘଟଣା ଘଟିଛି ସମ୍ବଲପୁର ଯୁଯୁମୁରା ଥାନା ବାନ୍ଦେର ସଂରକ୍ଷିତ ଜଙ୍ଗଲରେ । ଏନେଇ ଯୁଯୁମୁରା ଥାନା ଏକ ହତ୍ୟା ମାମଲା ରୁଜୁ ହୋଇଛି । ମୃତ ଯୁବକ ଜଣଙ୍କ ଝାଡୁମୁଣ୍ଡା ଗାଁର ନୀଳାମ୍ବର ବନଛୋର ।

ସୂଚନାଯୋଗ୍ୟ ଯେ, ନୀଳାମ୍ବର ବନ୍ୟଜନ୍ତୁ ଶିକାର ପାଇଁ ବିଛା ଯାଇଥିବା ବିଦ୍ୟୁତ ତାର ସଂସ୍ପର୍ଶରେ ଆସି ଅର୍ଦ୍ଧଦଗ୍ଧ ହୋଇଥିଲେ । ତେବେ ଧରାପଡିଯିବା ଭୟରେ ଶିକାରୀମାନେ ତାଙ୍କୁ ଧାରୁଆ ଅସ୍ତ୍ରରେ ହତ୍ୟା କରିଥିବା ସନ୍ଦେହ କରାଯାଉଛି । ତାଙ୍କୁ ହତ୍ୟା କରି ତାର ବିଛାଯାଇଥିବା ସ୍ଥାନରୁ ଘୋଷାରି ଘୋଷାରି ଅନ୍ୟ ସ୍ଥାନରେ ଫିଙ୍ଗି ଦେଇଥିଲେ । ତେବେ ରକ୍ତର ଚିହ୍ନ ହତ୍ୟା ଆଡକୁ ଇଙ୍ଗିତ କରୁଛି । ଘଟଣାର ତଦନ୍ତ ଜାରି ରଖିଛି ପୋଲିସ ।

   Related Posts