Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଭୁବନେଶ୍ବର : ଗତ ଦୁଇ ବର୍ଷରେ ମାପ ଓ ଓଜନ ନିୟମ ଉଲଂଘନକାରୀଙ୍କଠୁ ଆଦାୟ ହୋଇଛି ୨ କୋଟି ୮୩ ଲକ୍ଷ ଟଙ୍କା : ମନ୍ତ୍ରୀ ରଣେନ୍ଦ୍ର ପ୍ରତାପ ସ୍ବାଇଁ
  • ||
  • ଭୁବନେଶ୍ବର : ଡିସେମ୍ବର ୯ରେ ବିଧାନସଭା ଘେରାଉ କରିବ ବିଜେପି ଯୁବମୋର୍ଚ୍ଚା : ଇରାଶିଷ୍ ଆଚାର୍ଯ୍ୟ
  • ||
  • ଭୁବନେଶ୍ବର : ଡ୍ରଗ୍ସ ମାଫିଆ ଶେଖ୍ ଆଜବାହାର ବାଲେଶ୍ଵର କୋର୍ଟରେ ହାଜର, ରାଜ୍ୟ ବାହାରେ ସମ୍ପତ୍ତି ଥିବା ନେଇ ମିଳିଛି ପ୍ରମାଣ
  • ||
  • ଅନୁଗୋଳ : ଆଖୁ ଖାଇବାକୁ ଆସି କୂଅରେ ଖସିପଡିଲା ଭାଲୁ, ବନ ବିଭାଗ କଲା ଉଦ୍ଧାର
  • ||
  • ଭୁବନେଶ୍ବର : କ୍ରାଇମବ୍ରାଞ୍ଚ ଏସଟିଏଫ୍‌ ଟାର୍ଗେଟ୍‌ରେ ବନ୍ୟପ୍ରାଣୀ ମାଫିଆ, ପ୍ରସ୍ତୁତ ହେଲା ମୋଷ୍ଟ ୱାଣ୍ଟେଡ ତାଲିକା
  • ||
  • ଚେନ୍ନାଇ : ତାମିଲନାଡୁ କୁନ୍ନୁରରେ ସିଡିଏସ୍ ବିପିନ ରାଓ୍ବତଙ୍କ ହେଲିକପ୍ଟର କ୍ରାସ୍
  • ||
  • ଭୁବନେଶ୍ବର : କୃଷି ଋଣ ଛାଡ ସହ ଫସଲ କ୍ଷୟକ୍ଷତି ଲାଗି ସ୍ବତନ୍ତ୍ର ପ୍ୟାକେଜ ଦାବି କଲା କଂଗ୍ରେସ
  • ||
  • ଭାରତୀୟ ବାୟୁସେନାର ବଢିବ ଶକ୍ତି, ଚାନ୍ଦୀପୁର ଘାଟିରୁ ‘ବ୍ରହ୍ମୋସ’ର ସଫଳ ପରୀକ୍ଷଣ
  • ||
  • କଟକ : ଟ୍ରେନିଂ ପାଇଁ ଦିଲ୍ଲୀରୁ ଆସି କଟକ ଷ୍ଟେସନରେ ଯବାନ ନିଖୋଜ, ସ୍ବିଚ୍ ଅଫ୍ ଆସୁଛି ମୋବାଇଲ୍
  • ||
  • ଝାରସୁଗୁଡା : ଝାରସୁଗୁଡା କୋଲାବିରା ଅଞ୍ଚଳରେ ହାତୀ ଉପଦ୍ରବ, ଭାଙ୍ଗିଲେ ଘର ପାଚେରୀ
  • ||

ନାବାଳିକାଙ୍କୁ ରାସ୍ତାରୁ ଉଠାଇ ନେଇ ଦୁଷ୍କର୍ମ ! ଥାନାରେ ଯୁବକ ଅଟକ

2/01/2020 at 9:32 AM

କଣ୍ଟାବାଞ୍ଝି୨।୧:  କଣ୍ଟାବାଞ୍ଝିରେ ନାବାଳିକାଙ୍କୁ ଉଠାଇ ନେଇ ଦୁଷ୍କର୍ମ କରିଥିବା ଅଭିଯୋଗ ହୋଇଛି । ଏ ନେଇ ମୁରିବାହାଲ ଥାନାରେ ଅଭିଯୋଗ ହୋଇଛି । ଅଭିଯୋଗ ପରେ ସଂପୃକ୍ତ ଯୁବକକୁ ଅଟକ ରଖି ପଚରାଉଚରା କରୁଛି ପୋଲିସ ।

ସୂଚନାଯୋଗ୍ୟ ଯେ, ମୁରିବାହାଲ ଥାନା ଅଞ୍ଚଳର ଜଣେ ନାବାଳିକା ଗତକାଲି ରାତିରେ ନିଜ ପୁରୁଣା ଘରୁ ନୂଆ ଘରକୁ ଯାଉଥିଲେ । ସେହି ସମୟରେ ପାୱାର କଟ୍ ହୋଇଥିଲା । ଯାହାର ସୁଯୋଗ ନେଇ ତାଙ୍କ ଘର ନିକଟରେ ଥିବା ମୁଖାପାଲି ଗାଁର ଜଣେ ବିବାହିତ ଯୁବକ ତାଙ୍କୁ ଉଠାଇ ନେଇଥିଲେ । ଏକ ନିଛାଟିଆ ସ୍ଥାନରେ ତାଙ୍କୁ ନେଇ ଦୁଷ୍କର୍ମ କରିଥିବା ଅଭିଯୋଗ ହୋଇଛି । ଏ ନେଇ ନାବାଳିକା ଜଣଙ୍କ ପରିବାରଲୋକଙ୍କୁ ଜଣାଇବା ପରେ ପରିବାର ଲୋକ ଥାନାରେ ଅଭିଯୋଗ କରିଛନ୍ତି । ମୁରିବାହାଲ ଥାନା ପୋଲିସ ମାମଲା ରୁଜୁ କରି ସଂପୃକ୍ତ ଯୁବକଙ୍କୁ ଅଟକ ରଖି ପଚରାଉଚରା କରୁଛି ।

   Related Posts