ବ୍ରାଉନସୁଗାର ବେପାରକୁ ବିରୋଧ କରିବାରୁ ଫୁଟିଲା ବୋମା, ଯୁବକ ଗୁରୁତର

Published By : Prameya-News7 Bureau | February 25, 2020 IST

ପିପିଲି ୨୫।୨: ପିପିଲିରେ ପୁଣି ଫୁଟିଲା ବୋମା । ବ୍ରାଉନସୁଗାର ବେପାରକୁ ବିରୋଧ କରିବାରୁ ଗୋଷ୍ଠୀ ସଂଘର୍ଷ ସହ ବୋମାମାଡ ହୋଇଛି । ଜଣେ ଯୁବକଙ୍କୁ ଗୋଡେଇ ଗୋଡେଇ ହାଣିଲେ ଦୁର୍ବୃତ୍ତ। ଯୁବକଙ୍କୁ ଗୁରୁତର ଅବସ୍ଥାରେ ମେଡିକାଲରେ ଭର୍ତ୍ତି କରାଯାଇଛି । ପିପିଲି କଣ୍ଟି ପଂଚାୟତ କାକୁଡିଆ ଗାଁରେ ଘଟିଛି ଏଭଳି ଘଟଣା । ଘଟଣାସ୍ଥଳରେ ପିପିଲି ପୋଲିସ ପହଞ୍ଚି ତଦନ୍ତ ଆରମ୍ଭ କରିଛି ।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.