Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଘଟଗାଁରେ ହାତୀ ଆତଙ୍କ, ଘଉଡାଇବାକୁ ବନ ବିଭାଗର କସରତ
  • ||
  • ରାଜ୍ୟରେ କମୁଛି କରୋନା ଗ୍ରାଫ୍: କୋଭିଡ୍ ନେଲା ଆଉ ୪ ଜଣଙ୍କ ଜୀବନ
  • ||
  • ଉପରତଳ ହେଉଛି କରୋନା ଗ୍ରାଫ୍ : ୨୪ ଘଣ୍ଟାରେ ବାହାରିଲେ ୫୫୬ କୋଭିଡ୍ ପଜିଟିଭ୍
  • ||
  • ଦେଶରେ ୨୪ ଘଣ୍ଟାରେ ବାହାରିଲେ ୧୩ ହଜାରରୁ ଅଧିକ କରୋନା ପଜିଟିଭ୍, ୧୬୪ ମୃତ
  • ||
  • ରାସ୍ତା ଅତିକ୍ରମ ବେଳେ ଧକ୍କା ଦେଲା ଟ୍ରକ, ଚାଲିଗଲା ଜୀବନ
  • ||
  • ଲଘୁଚାପ ପ୍ରଭାବ : ମଙ୍ଗଳବାର ଯାଏଁ ପ୍ରବଳ ବର୍ଷା, ୫୦ କିମି ବେଗରେ ବହିବ ପବନ
  • ||
  • ନୀଳଗିରିରେ ଭାଲୁ ଆତଙ୍କ, ସାଇକେଲରୁ ଟାଣିନେଇ ଯୁବକଙ୍କୁ ଘାଇଲା କଲେ
  • ||
  • ଅଢେଇ କୋଟି ଟଙ୍କାର ବ୍ରାଉନସୁଗାର ଜବତ, ଡାଇମଣ୍ଡ ହୋଟେଲ ମାଲିକ ଅଟକ
  • ||

ଦୁଇ ଗୋଷ୍ଠୀ ମଧ୍ୟରେ ସଂଘର୍ଷ, ଗୁଳି ବାଜି ଜଣେ ଯୁବକ ଗୁରୁତର

25/07/2019 at 10:47 AM

ବାଲେଶ୍ବର ୨୫|୭: ଦୁଇ ଗୋଷ୍ଠୀ ମଧ୍ୟରେ ଗଣ୍ଡଗୋଳ ଯୋଗୁଁ ସାଧାରଣ ବ୍ୟକ୍ତି ଗୁରୁତର ହୋଇଛନ୍ତି । ବାଲେଶ୍ବର ସହଦେବଖଣ୍ଟା ଥାନା ଅନ୍ତର୍ଗତ ଆନନ୍ଦବଜାରରେ ଗୋଷ୍ଠୀ ସଂଘର୍ଷ ହୋଇଛି । ଜଣେ ଯୁବକ ଗୁରୁତକ ହୋଇଛନ୍ତି । ତାଙ୍କୁ ବାଲେଶ୍ବର ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଛି ।

ସୂଚନାଯୋଗ୍ୟ ଯେ, ବାଲେଶ୍ବର ସହଦେବଖଣ୍ଟା ଥାନା ଅନ୍ତର୍ଗତ ଆନନ୍ଦବଜାରରେ ଦୁଇ ଗୋଷ୍ଠୀ ମଧ୍ୟରେ ସଂଘର୍ଷ ହୋଇଥିଲା । ଉଭୟ ଗୋଷ୍ଠୀ ମଧ୍ୟରେ ଗୁଳିମାଡ କରାଯିବା ସହ ଖଣ୍ଡାରେ ଆକ୍ରମଣ ମଧ୍ୟ ହୋଇଛି । ଗୁଳିମାଡ ଯୋଗୁଁ ସେଠାରେ ଥିବା ଜଣେ ଯୁବକ ଗୁରୁତର ହୋଇଛନ୍ତି । ଗୁରୁତର ଯୁବକ ହେଉଛନ୍ତି ନିତ୍ୟାନନ୍ଦ ସାହୁ । ଗୁରୁତର ଅବସ୍ଥାରେ ତାଙ୍କୁ ବାଲେଶ୍ବର ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଛି । ଘଟଣାସ୍ଥଳରେ ସହଦେବଖୁଣ୍ଟା ଥାନା ପୋଲିସ ପହଞ୍ଚି ତଦନ୍ତ ଆରମ୍ଭ କରିଛି ।

   Related Posts