Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଭୁବନେଶ୍ବର : ନଖରା ସ୍ଥିତ ରିଲାଏନ୍ସ ପେଟ୍ରୋଲ ପମ୍ପ୍ ନିକଟ‌ରେ ଅଗ୍ନିକାଣ୍ଡ
  • ||
  • ରାଉରକେଲା : ଭାରସାମ୍ୟ ହରାଇ ଘାଟିରେ ଓଲଟିଲା ବରଯାତ୍ରୀ ବସ୍, ଦୁଇ ଜଣଙ୍କ ମୃତ୍ୟୁ
  • ||
  • ବଲାଙ୍ଗୀର : ନିଜ ସର୍ଭିସ୍ ବନ୍ଧୁକରୁ ଗୁଳି ଫୁଟାଇ ଆତ୍ମହତ୍ୟା କଲେ ଯବାନ !
  • ||
  • ଟାଙ୍ଗୀ : ମାନସିକ ପୂରଣ ପାଇଁ ବେକ କାଟିଦେଲେ ଭକ୍ତ, ରକ୍ତ ଜୁଡୁବୁଡୁ ଅବସ୍ଥାରେ ଉଦ୍ଧାର
  • ||
  • ରାଜ୍ୟରେ ଆଉ ଜଣେ କରୋନା ସଂକ୍ରମିତ ପ୍ରାଣ ହରାଇଲେ, ୧୯୧୫ ଛୁଇଁଲା ମୃତକଙ୍କ ସଂଖ୍ୟା
  • ||
  • ରାଜ୍ୟରେ ଚିହ୍ନଟ ହେଲେ ଆଉ ୮୯ କୋଭିଡ୍ ପଜିଟିଭ୍, ୩୩୬୯୨୪ରେ ପହଞ୍ଚିଲା ଆକ୍ରାନ୍ତଙ୍କ ସଂଖ୍ୟା
  • ||
  • ତେଲକୋଇ : କାଞ୍ଜିପାଣି ଘାଟିରେ ଓଲଟିଲା ବରଯାତ୍ରୀ ବସ୍, ଜଣେ ମୃତ, ୨୬ ଆହତ
  • ||
  • ମୁମ୍ବାଇ : ଭୟଙ୍କର ହେଲାଣି କରୋନା, ସ୍କୁଲ ହଷ୍ଟେଲର ୧୯୦ ଛାତ୍ର କୋଭିଡ୍ ପଜିଟିଭ୍
  • ||
  • ରାୟପୁର : ନକ୍ସଲଙ୍କ ଲ୍ୟାଣ୍ଡମାଇନ ବିସ୍ଫୋରଣ, ୨ ଯବାନ ସହିଦ
  • ||
  • ଆଠଗଡ଼ : ସମ୍ପର୍କରେ କଳଙ୍କ ଛିଟା, ଦିବ୍ୟାଙ୍ଗ ଝିଅକୁ ସମ୍ପର୍କୀୟ ମାମୁର ଦୁଷ୍କର୍ମ ! ଥାନାରେ ଏତଲା
  • ||

ଗଛ ଡାଳ କଟାକୁ ନେଇ ହତ୍ୟାକାଣ୍ଡ, ଠେଙ୍ଗାରେ ପିଟିପିଟି ଯୁବକଙ୍କୁ ହତ୍ୟା

23/12/2019 at 11:44 AM

ଉଦଳା ୨୩।୧: ଠେଙ୍ଗାରେ ପିଟି ପିଟି ଯୁବକଙ୍କୁ ହତ୍ୟା । ମୟୂରଭଂଜ ଜିଲ୍ଲା ଉଦଳାରେ ଘଟିଛି ଏଭଳି ଅଭାବନୀୟ ଘଟଣା । ମୃତ ଯୁବକ ସାହୁ ବିନ୍ଧାଣୀ । ଅଭିଯୁକ୍ତକୁ ଥାନାରେ ଅଟକ ରଖିଛି ପୋଲିସ ।

ସୂଚନାଯୋଗ୍ୟ ଯେ, ମୟୂରଭଂଜ ଜିଲ୍ଲା ଶରତ ଥାନା ଭଣ୍ଡାର କଲୋନୀସାହିରେ ଗଛ ଡାଳ କଟାକୁ କେନ୍ଦ୍ର କରି ଏହି ହତ୍ୟାକାଣ୍ଡ ଘଟିଛି । ସାଗୁ ସିଂହ ନାମକ ଜଣେ ବ୍ୟକ୍ତି ସାହୁ ବିନ୍ଧାଣୀଙ୍କୁ ପିଟି ପିଟି ହତ୍ୟା କରିଥିବା ଅଭିଯୋଗ ହୋଇଛି । ଅଭିଯୁକ୍ତ ସାଗୁ ସିଂହଙ୍କୁ ଶରତ ଥାନା ପୋଲିସ ଅଟକ ରଖିଛି । ଘଟଣା ସଂପର୍କରେ ପଚରାଉଚରା ଚଳାଇଛି ପୋଲିସ ।

   Related Posts