ବିଦ୍ୟୁତ୍ ତାର ଚୋରି ବେଳେ ଅଘଟଣ, ବିଦ୍ୟୁତ୍ ଆଘାତରେ ଚାଲିଗଲା ଯୁବକଙ୍କ ଜୀବନ
16/12/2020 at 10:21 AM

ନୟାଗଡ ୧୬।୧୨: ବିଦ୍ୟୁତ୍ ତାର ସଂସ୍ପର୍ଶରେ ଆସି ଚାଲିଗଲା ଯୁବକଙ୍କ ଜୀବନ । ନୟାଗଡ ଜିଲ୍ଲା ଫତେଗଡ ଥାନା ଅଞ୍ଚଳରେ ଘଟିଛି ଏଭଳି ଅଘଟଣ ।

ସୂଚନାଯୋଗ୍ୟ ଯେ, ନୟାଗଡ ଜିଲ୍ଲା ଫତେଗଡ ଥାନା ଅଞ୍ଚଳରେ ୧୧ କେ.ଭି. ବିଦ୍ୟୁତ୍ ତାର ଚୋରୀ କରୁଥିବାବେଳେ ଅଘଟଣ । ବିଦ୍ୟୁତ୍ ତାର ସଂସ୍ପର୍ଶରେ ଆସି ଚାଲିଗଲା ଯୁବକଙ୍କ ଜୀବନ । ମୃତକ ହେଲେ ବିଜୟ ପ୍ରଧାନ । ଘଟଣାସ୍ଥଳରେ ପୋଲିସ ପହଞ୍ଚି ମୃତଦେହ ଜବତ କରି ତଦନ୍ତ ଆରମ୍ଭ କରିଛି ।
Related Posts
ଦୋକାନ ଭିତରୁ ମିଳିଲା ଦୋକାନୀଙ୍କ ମୃତଦେହ, ମୃତ୍ୟୁର କାରଣ ଅସ୍ପଷ୍ଟ
23 January 2021