Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଟଳିଗଲା ମୃତ୍ୟୁ, ଅଳ୍ପକେ ମରଣ ମୁହଁରୁ ବର୍ତ୍ତିଲେ କଲେଜ ଛାତ୍ରୀ ଓ ସ୍କୁଟି ଚାଳକ : ସିସିଟିଭିରେ ଛାତିଥରା ଦୃଶ୍ୟ
  • ||
  • ରାଜ୍ୟରେ ଆଉ ୨ଜଣଙ୍କ ଜୀବନ ନେଲା କରୋନା, ମୃତ୍ୟୁସଂଖ୍ୟା ୮୪୧୧କୁ ବୃଦ୍ଧି
  • ||
  • ୨୪ ଘଣ୍ଟାରେ ରାଜ୍ୟରେ ଚିହ୍ନଟ ହେଲେ ୨୨୮ କରୋନା ସଂକ୍ରମିତ, ୧୦୪୯୧୦୮ରେ ପହଞ୍ଚିଲା ସଂଖ୍ୟା
  • ||
  • ଦେଶରେ ୨୪ ଘଣ୍ଟାରେ ବାହାରିଲେ ୬ ହଜାରରୁ ଅଧିକ କରୋନା ପଜିଟିଭ୍, ୧୯୦ ମୃତ
  • ||
  • ହଠାତ ହେଲା ବରଫ ଝଡ, ପବ୍‌ରେ ଫସିଗଲେ ୬୧ ଗ୍ରାହକ : ୩ ଦିନ ପରେ ଉଦ୍ଧାର
  • ||
  • ମା’ ସୁରେଶ୍ୱରୀ ମନ୍ଦିରରୁ ଚୋରି, ନେଇଗଲେ ଦେବୀଙ୍କ ରୁପା ମୁକୁଟ
  • ||
  • ବୁଧବାରଠୁ କମ୍ପିବ ବିଧାନସଭା, ଅଧିବେଶନ ପୂର୍ବରୁ ରଣନୀତି ପ୍ରସ୍ତୁତ କରିବେ ଶାସକ ଓ ବିରୋଧି
  • ||
  • ଆସୁଛି ବାତ୍ୟା ‘ଜଓ୍ୱାଦ’, ୪ ତାରିଖରେ କରିବ ଲ୍ୟାଣ୍ଡଫଲ
  • ||
  • ଜଗତସିଂହପୁରରେ ‘ସାଗର କବଚ ଓଡି-୨୧’, ସମରାଭ୍ୟାସରେ ସାମିଲ ଭାରତୀୟ ତଟରକ୍ଷୀ ବାହିନୀ ଓ ମେରାଇନ୍ ପୋଲିସ
  • ||

ଯୁବତୀଙ୍କୁ ଅଶ୍ଳୀଳ ଇଙ୍ଗିତ ପଡିଲା ମହଙ୍ଗା, ମୁହଁରେ ଚୂନ କାଳି ବୋଳି ବୁଲାଇଲେ

3/11/2021 at 3:36 PM

ପଟ୍ଟାମୁଣ୍ଡାଇ ୩।୧୧: ଯୁବତୀଙ୍କୁ ଅଶ୍ଳୀଳ ଇଙ୍ଗିତ କରିବା ପଡିଲା ମହଙ୍ଗା । ଏଭଳି ଅଭାବନୀୟ ଘଟଣା ଘଟିଛି କେନ୍ଦ୍ରାପଡା ଜିଲ୍ଲା ରାଜକନିକା ବ୍ଲକ କାଟଣା ବଜାରରେ ।

ଉଲ୍ଲେଖଯୋଗ୍ୟ ଯେ, ଜୟକୁଣ୍ଡା ଗାଁର ରଞ୍ଜନ ବାରିକ ନାମକ ଜଣେ ଯୁବକ ବଜାରରେ ଯୁବତୀଙ୍କୁ ଅଶ୍ଳୀଳ ଇଙ୍ଗିତ କରିଥିଲେ । ଏହାକୁ ବିରୋଧ କରି ଯୁବତୀ ଜଣଙ୍କ ପାଟି କରିଥିଲେ । ଯୁବତୀଙ୍କ ସମ୍ପର୍କୀୟ ଓ ଅଞ୍ଚଳବାସୀ ଯୁବକଙ୍କୁ କାବୁ କରିବା ସହ ଯୁବକଙ୍କ ମୁହଁରେ ଚୂନ କାଳି ବୋଳି ବୁଲାଇଥିଲେ ।

   Related Posts