Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ବାଣ ଗୋଦାମରେ ଭୟଙ୍କର ଅଗ୍ନିକାଣ୍ଡ: ୫ ମୃତ, ଅନେକ ଆହତ ହୋଇଛନ୍ତି, କ୍ଷତିପୂରଣ ଘୋଷଣା କଲେ ସିଏମ
  • ||
  • ଆସୁଛି ଲଘୁଚାପ, ୨୮ରୁ ୩ ଦିନ ବର୍ଷିବ: ଦକ୍ଷିଣରେ ହାଲକା ବର୍ଷା ସମ୍ଭାବନା
  • ||
  • ଦେଶରେ ୨୪ ଘଣ୍ଟାରେ ବାହାରିଲେ ୧୪ ହଜାରରୁ ଅଧିକ କରୋନା ପଜିଟିଭ୍, ୫୮୫ ମୃତ
  • ||
  • ରାଜ୍ୟରେ କମୁଛି କରୋନା ଗ୍ରାଫ୍ : କୋଭିଡ୍ ନେଲା ଆଉ ୨ ଜଣଙ୍କ ଜୀବନ
  • ||
  • ଉପରତଳ ହେଉଛି କରୋନା ଗ୍ରାଫ୍ : ୨୪ ଘଣ୍ଟାରେ ବାହାରିଲେ ୫୪୯ କୋଭିଡ୍ ପଜିଟିଭ୍
  • ||
  • ଆଜି ମହାପ୍ରଭୁଙ୍କ ବନକଲାଗି ନୀତି, ଅପରାହ୍ନ ୪ଟାରୁ ରାତି ୮ଟା ଯାଏଁ ସାଧାରଣ ଦର୍ଶନ ବନ୍ଦ
  • ||

ପୁରୀ ସମୁଦ୍ରରେ ଗାଧୋଇବା ବେଳେ ଭାସିଗଲେ ଯୁବକ, ଉଦ୍ଧାର କାର୍ଯ୍ୟ ଜାରି

29/01/2021 at 3:06 PM

ପୁରୀ ୨୯।୧: ପୁରୀ ସମୁଦ୍ରରେ ଗାଧୋଇବା ବେଳେ ଅଘଟଣ । ଅସାବଧାନତା ବଶତଃ ଭାସିଯାଇ ପର୍ଯ୍ୟଟକ ଜଣଙ୍କ ନିଖୋଜ ହୋଇଛନ୍ତି । ନିଖୋଜ ପର୍ଯ୍ୟଟକ ହେଉଛନ୍ତି ଝାଡଖଣ୍ଡର ଦୀପକ କୁମାର । ଲାଇଫ୍‌ଗାର୍ଡ ଓ ପୋଲିସ ପକ୍ଷରୁ ଉଦ୍ଧାର କାର୍ଯ୍ୟ ଜାରି ରହିଛି ।

ସୂଚନାଯୋଗ୍ୟ ଯେ, ଝାଡଖଣ୍ଡର ଦୀପକ କୁମାର ପରିବାରଲୋକଙ୍କ ସହ ପୁରୀ ବୁଲିବାକୁ ଆସିଥିଲେ । ଚକ୍ରତୀର୍ଥ ରୋଡ୍ ସମୁଦ୍ର ବେଳାଭୂମୀରେ ପରିବାରଲୋକଙ୍କ ସହ ସମୁଦ୍ରରେ ଗାଧୋଉଥିଲେ । ଏହି ସମୟରେ ଅସାବଧାନତା ବଶତଃ ଭାସିଯାଇଛନ୍ତି ଦୀପକ । ଦୀପକଙ୍କୁ ଉଦ୍ଧାର କରିବାକୁ ଲାଇଫ୍‌ଗାର୍ଡ ଓ ପୋଲିସ ପକ୍ଷରୁ ଉଦ୍ୟମ ଜାରି ରହିଛି ।

   Related Posts