ନଦୀରେ ଭାସିଯାଇ ଯୁବକ ନିଖୋଜ, ଉଦ୍ଧାର କାର୍ଯ୍ୟରେ ଲାଗିଛନ୍ତି ଅଗ୍ନିଶମ କର୍ମଚାରୀ
30/11/2020 at 5:57 PM

ମୁନିଗୁଡା ୩୦।୧୧: ରାୟଗଡା ଜିଲ୍ଲା ଅମ୍ବାଦଳା ଥାନା କିନାମ ଗାଁ ନିକଟସ୍ଥ ନଦୀରେ ଭାସିଯାଇ ଜଣେ ଯୁବକ ନିଖୋଜ ହୋଇଛନ୍ତି । ଯୁବକ ଜଣଙ୍କ ହେଲେ ବିଜୟ ଡୋଲା । ବିଜୟ ଗାଧୋଇବାକୁ ଯାଇଥିବା ବେଳେ ତାଙ୍କ ଗୋଡ ଖସିଯାଇଥିବା ସୂଚନା ମିଳିଛି । ଅଗ୍ନିଶମ ବିଭାଗ ପକ୍ଷରୁ ଉଦ୍ଧାର କାର୍ଯ୍ୟ ଜାରି ରହିଛି ।
Related Posts
ଏବର୍ଷ ହେବନି ଓଳାଶୁଣୀ ଗୁମ୍ଫା ଯାତ୍ରା
25 January 2021
ବଲାଙ୍ଗୀର ଜିଲ୍ଲାର ଚାଷୀ କରିବେ ଟ୍ରାକ୍ଟର- ବାଇକ୍ ରାଲି
25 January 2021