Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ରାଜ୍ୟରେ ସୁସ୍ଥ ହେଲେ ଆଉ ୧୩୦୩ କରୋନା ଆକ୍ରାନ୍ତ
  • ||
  • ମେ’ ୧୩ରେ ପିପିଲି ଉପନିର୍ବାଚନ
  • ||
  • ଆଜି ରାତି ୮ରେ ପିଏମ୍‌ ମୋଦୀଙ୍କ ଗୁରୁତ୍ବପୂର୍ଣ୍ଣ ବୈଠକ
  • ||
  • ଉଦଳା : ଦିବ୍ୟାଙ୍ଗ ଯୁବତୀଙ୍କୁ ଘରୁ ଉଠାଇ ନେଇ ଦୁଷ୍କର୍ମ ! ଥାନାରେ ମାମଲା, ଅଭିଯୁକ୍ତ ଫେରାର
  • ||
  • ଲମତାପୁଟ : ୩ଦିନ ପରେ ଯୁବକଙ୍କ ମୃତଦେହ ଉଦ୍ଧାର, ପାତାଳୀ ନଦୀକୁ ମାଛ ଧରିବାକୁ ଯାଇ ନିଖୋଜ ଥିଲେ
  • ||
  • ଉଦଳା : ବାଇକ୍‌କୁ ପିଟିଲା ଟ୍ରାକ୍ଟର, ଅଧ୍ୟାପକଙ୍କ ମୃତ୍ୟୁ, ଟ୍ରାକ୍ଟର ନେଇ ଡ୍ରାଇଭର ଫେରାର
  • ||
  • ଭୁବନେଶ୍ବର : ଏସଟିଏଫ ପଞ୍ଝାରେ ବଜ୍ରକାପ୍ତା ଚାଲାଣକାରୀ, ୧୨ କିଲୋ ଓଜନର ଜୀବନ୍ତ ବଜ୍ରକାପ୍ତା ସହ ବ୍ୟବସାୟୀ ଗିରଫ
  • ||
  • ଯାଜପୁର ରୋଡ୍ : ରେଳ ଧାରଣାରୁ କିନ୍ନରଙ୍କ ମୃତଦେହ ଉଦ୍ଧାର, ଯୁବକଙ୍କ ସହ ଥିଲା ପ୍ରେମ ସମ୍ପର୍କ
  • ||
  • ବ୍ରହ୍ମପୁର : ଭାରସାମ୍ୟ ହରାଇ ଓଲଟିଲା ‘ଶିବଶମ୍ଭୁ’, ୧୦ ଯାତ୍ରୀ ଆହତ
  • ||
  • ନବରଙ୍ଗପୁର : ନାଇଟ୍ କର୍ଫ୍ୟୁ ବେଳେ ବୁଲାଇଲେ କଳାକନା, ରୂପା ଗହଣା ଲୁଟ୍, ସୁନା ଅଳଙ୍କାର ଚୋରି ବେଳେ ବାଜିଲା ସାଇରନ୍
  • ||

ସାପ କାମୁଡାର ୪ମାସ ପରେ ଯୁବକ ମୃତ, ବିଷ ଯୋଗୁଁ ମୃତ୍ୟୁ ହୋଇଥିବା ସନ୍ଦେହ

4/03/2021 at 9:29 AM

ଜଳେଶ୍ବର ୪।୩: ସାପ କାମୁଡାର ୪ ମାସ ପରେ ଯୁବକ ମୃତ । ସାପ ବିଷ ଯୋଗୁଁ ମୃତ୍ୟୁ ହୋଇଥିବା ସନ୍ଦେହ । ମୃତକ ହେଉଛନ୍ତି ବାଲେଶ୍ବର ଜିଲ୍ଲା ଜଳେଶ୍ବର ଥାନା ଇକଡା ଗ୍ରାମର ଜ୍ୟୋତିପ୍ରକାଶ ପ୍ରଧାନ ।

ସୂଚନାଯୋଗ୍ୟ ଯେ, ଗତ ଅକ୍ଟୋବର ମାସରେ ମର୍ନିଂ ୱାକରେ ଯାଉଥିଲା ବେଳେ ଇକଡା ଗ୍ରାମର ତନୁଜ ପ୍ରଧାନଙ୍କର ଏକ ମାତ୍ର ପୁତ୍ର ଜ୍ୟୋତିପ୍ରକାଶ ପ୍ରଧାନଙ୍କୁ ଏକ ବିଷଧର ସାପ କାମୁଡିଥିଲା । ଜ୍ୟୋତିପ୍ରକାଶ ଡାକ୍ତରଖାନରେ ସେ ଚିକିତ୍ସିତ ହୋଇ ଘରକୁ ଫେରିଥିଲେ ।  ତେବେ ବୁଧବାର ରାତିରେ ତାଙ୍କର ଦେହ ଅତ୍ୟନ୍ତ ଖରାପ ହେବାରୁ ଘରଲୋକ ତାଙ୍କୁ ଜଳେଶ୍ବର ଡାକ୍ତରଖାନାକୁ ନେଇଆସିଥିଲେ ।  ଡାକ୍ତରଖାନରେ ଚିକିତ୍ସିତ ଅବସ୍ଥାରେ ରାତି ୧୦ଟା ସମୟରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ ।  ପୁଅର ମୃତ୍ୟୁ ଖବର ପାଇ ପରିବାରରେ ଶୋକାକୁଳ ପରିବେଶ ଦେଖାଦେଇଛି ।

   Related Posts