Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଭୁବନେଶ୍ୱର : ରାଜ୍ୟରେ ଆଉ ୫ କରୋନା ସଂକ୍ରମିତ ପ୍ରାଣ ହରାଇଲେ, ୧୭୬୫ରେ ପହଞ୍ଚିଲା ମୃତକଙ୍କ ସଂଖ୍ୟା
  • ||
  • ଭୁବନେଶ୍ୱର : ରାଜ୍ୟରେ ଚିହ୍ନଟ ହେଲେ ୪୦୯ କରୋନା ସଂକ୍ରମିତ, ୩୨୦୮୦୩ରେ ପହଞ୍ଚିଲା ଆକ୍ରାନ୍ତଙ୍କ ସଂଖ୍ୟା
  • ||
  • ଯାଜପୁର : ରାସ୍ତା ନିର୍ମାଣକୁ କେନ୍ଦ୍ର କରି ଗୋଷ୍ଠୀ ସଂଘର୍ଷ, ୭ ଆହତ
  • ||
  • ବୁର୍ଲା ଭୀମସାରରେ ଅଘଟଣ, ବିଦ୍ୟୁତ ତାର ଛିଣ୍ଡି ପୋଡିଗଲା ରକ୍ତ ଭଣ୍ଡାର ଓ ପ୍ଲାଜମା ବ୍ୟାଙ୍କର ୫ଟି ଫ୍ରିଜର
  • ||
  • ଯୁକ୍ତ ୨ କଲେଜ୍ ଖୋଲିବାକୁ ପ୍ରସ୍ତୁତି ! ବିଶୋଧନ ଓ ସଫା କରି କ୍ଲାସ୍ ରୁମ୍ ପ୍ରସ୍ତୁତ କରିବାକୁ ଉଚ୍ଚ ଶିକ୍ଷା ବିଭାଗର ନିର୍ଦ୍ଦେଶ
  • ||
  • ଫ୍ରାନ୍ସରେ ବିଜୟ ମାଲ୍ୟାଙ୍କ ବିରୋଧରେ EDଙ୍କ ବଡ କାର୍ଯ୍ୟାନୁଷ୍ଠାନ, ଜବତ ହେଲା ୧.୬ ମିଲିୟନ ୟୁରୋ ସମ୍ପତ୍ତି
  • ||

ଗାଧୋଇବା ବେଳେ ପୋଖରୀରେ ବୁଡି ଯୁବକଙ୍କ ମୃତ୍ୟୁ

20/10/2020 at 3:47 PM

କୋଣାର୍କ ୨୦।୧୦: ପୋଖରୀରେ ବୁଡି ଯୁବକଙ୍କ ମୃତ୍ୟୁ । ପୁରୀ ଜିଲ୍ଲା ଗୋପ ଥାନା ଅଧିନ ଗଡରୂପାଷ ଗ୍ରାମରେ ଘଟିଛି ଅଭାବନୀୟ ଘଟଣା । ମୃତକ ହେଲେ ଅଭିଜିତ ପଣ୍ଡା  । ତାଙ୍କ ବୟସ ୨୪ବର୍ଷ ।

ସୂଚନାଯୋଗ୍ୟ ଯେ,  ଯୁବକ ଜଣଙ୍କ ଗାଧୋଇବା ପାଇଁ ଘରୁ ଯାଇଥିବା ବେଳେ ଫେରିବାରେ ବିଳମ୍ବ ହେବାରୁ ପରିବାର ଲୋକେ ଖୋଜାଖୋଜି କରିଥିଲେ । ପରେ ଘର ନିକଟରେ ଥିବା ପୋଖରୀରେ ଯୁବକଙ୍କ ଶବ ଭାସୁଥିବା ଦେଖିବାକୁ ମିଳିଥିଲା । ଖବର ପାଇ ପରିବାର ଲୋକ ତାଙ୍କୁ ଗୋପ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରକୁ ଆଣିଥିଲେ । ହେଲେ ଡାକ୍ତର ଯୁବକଙ୍କୁ ମୃତ ଘୋଷଣା କରିଥିଲେ । ଡ଼ାକ୍ତରଖାନା ପକ୍ଷରୁ ଗୋପ ଥାନାକୁ ଖବର ଦିଆଯିବା ପରେ ପୋଲିସ ଶବ ଜବତ କରି ତଦନ୍ତ ଆରମ୍ଭ କରିଛି ।

   Related Posts