Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ୟୁପିରେ ବଡ ଧରଣର ଦୁର୍ଘଟଣା, ଖେରୀ ଘାଘରା ନଦୀରେ ଓଲଟିଲା ଡଙ୍ଗା, ୧୦୦ ଭାସିଗଲେ
  • ||
  • ରାଜ୍ୟରେ କମୁଛି କରୋନା ଗ୍ରାଫ୍: କୋଭିଡ୍ ନେଲା ଆଉ ୨ ଜଣଙ୍କ ଜୀବନ
  • ||
  • ଉପରତଳ ହେଉଛି କରୋନା ଗ୍ରାଫ୍ : ୨୪ ଘଣ୍ଟାରେ ବାହାରିଲେ ୫୫୯ କୋଭିଡ୍ ପଜିଟିଭ୍
  • ||
  • ଓ୍ୱାର୍ମ ଅପ୍ ମ୍ୟାଚରେ ମୁହାଁମୁହିଁ ହେବେ ଭାରତ-ଅଷ୍ଟ୍ରେଲିଆ, କଙ୍ଗାରୁ ବାହିନୀକୁ ମାତ୍ ଦେବାକୁ ତୟାର ବିରାଟ ଏଣ୍ଡ କୋ
  • ||
  • ଦେଶରେ ୨୪ ଘଣ୍ଟାରେ ବାହାରିଲେ ୧୪ ହଜାରରୁ ଅଧିକ କରୋନା ପଜିଟିଭ୍, ୧୯୭ ମୃତ
  • ||
  • ଆଜି କୁମାର ପୂର୍ଣ୍ଣିମା : ମା’ ବୃନ୍ଦାବତୀଙ୍କ ନିକଟରେ ଆଞ୍ଜୁଳି ଟେକିଲେ କୁମାରୀ
  • ||
  • ପୁରୀ : ଦାଦାବଟିକୁ କେନ୍ଦ୍ରକରି ମହିଳାଙ୍କୁ ଗୁଳିମାଡ଼, ପୂର୍ବରୁ ମିଳିଥିଲା ଧମକ
  • ||
  • ଜଗତସିଂହପୁର : କେନାଲର ଭାସୁଛି ଏକ ଗଳିତ ମୃତଦେହ, ୩ ଅଭିଯୁକ୍ତ ଅଟକ
  • ||

ବିଦ୍ୟୁତ ଆଘାତରେ ଚାଲିଗଲା ଯୁବକଙ୍କ ଜୀବନ

14/09/2021 at 12:38 PM

ମୁନିଗୁଡା ୧୪।୯: ନିଜ ଘରେ ବିଦ୍ୟୁତ ମରାମତି ବେଳେ ବିଦ୍ୟୁତ ଆଘାତରେ ଚାଲିଗଲା ଜୀବନ । ଏପରି ଦୁଃଖଦ ଘଟଣା ଦେଖିବାକୁ ମିଳିଛି ରାୟଗଡା ଜିଲ୍ଲା ଅମ୍ବାଦଳା ଥାନା ଅନ୍ତର୍ଗତ ବଡନାଗଝୋରି ଗ୍ରାମରେ । ମୃତ ଯୁବକ ହେଉଛନ୍ତି ସଦା ଡଙ୍ଗରି ।

ସୂଚନାଯୋଗ୍ୟ ଯେ, ନୂଆଁଖାଇରେ ଘରସଫା ସାଙ୍ଗକୁ ଜଳୁନଥିବା ବଲବ ମରାମତି କରୁଥିବା ସମୟରେ ଅଘଟଣ ଘଟିଛି । ବିଦ୍ୟୁତ ଆଘାତ ଲାଗି ସଦା ଡଙ୍ଗରି ତଳେ ପଡିଯାଇଥିଲେ । ତାଙ୍କୁ ସଙ୍ଗେ ସଙ୍ଗେ ପରିବାର ଓ ବନ୍ଧୁବାନ୍ଧବ ପ୍ରଥମେ ଅମ୍ବାଦଳା ଡାକ୍ତରଖାନା ଓ ପରେ ମୁନିଗୁଡା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରକୁ ୧୦୮ ଆମ୍ବୁଲାନ୍ସ ଯୋଗେ ଆଣିଥିଲେ । ହେଲେ ଡାକ୍ତର ତାଙ୍କୁ ସେଠାରେ ମୃତ ଘୋଷଣା କରିଥିଲେ । ଘଟଣା ପରେ ପରିବାର ଓ ଗ୍ରାମରେ ଶୋକର ଛାୟା ଖେଳିଯାଇଛି ।

   Related Posts