Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ରାଜ୍ୟର ସମସ୍ତ ସହରାଞ୍ଚଳରେ ଶନିବାର ଓ ରବିବାର ସଟ୍‌ଡାଉନ୍‌
  • ||
  • ରାଜ୍ୟରେ ସୁସ୍ଥ ହେଲେ ଆଉ ୧୫୦୩ କରୋନା ଆକ୍ରାନ୍ତ
  • ||
  • ଭଦ୍ରକ : ଚାକିରୀରୁ ବିଦା ହେଲେ ରସିକିଆ ଶିକ୍ଷକ, ହ୍ବାଟସଆପ୍ ଗ୍ରୁପରେ ପଠାଇଥିଲେ ନିଜ ଅନ୍ତରଙ୍ଗ ମୁହୂର୍ତ୍ତର ଭିଡିଓ
  • ||
  • ଆନନ୍ଦପୁର : ବାଲି ଗାଡି ମାଲିକଙ୍କୁ ହାବିଲଦାର ମାଗୁଥିଲେ ଚାନ୍ଦା, ଆଜି ଶୁଣିଲା ପରେ ଏସପି କଲେ ସସପେଣ୍ଡ
  • ||
  • ସମ୍ବଲପୁର : ବିଗୁଡୁଛି କରୋନା ସ୍ଥିତି : ଭୀମସାର କୋଭିଡ୍ ହସ୍ପିଟାଲର ବଢିବ ଶଯ୍ୟା, ଚାଲିଛି ଦ୍ବିତୀୟ ହସ୍ପିଟାଲ କାମ
  • ||
  • ଜଳେଶ୍ବର : ବସ୍ତା ଷ୍ଟେସନରେ ଏକ୍ସପ୍ରେସ୍ ଟ୍ରେନ୍ ରହଣି ଦାବି, ରେଳରୋକ କଲେ ସ୍ଥାନୀୟ ବାସିନ୍ଦା
  • ||
  • ମହାକାଳପଡା : କେନ୍ଦ୍ରାପଡାରେ ତାଣ୍ଡବ ରଚିଲା କାଳବୈଶାଖୀ, ବଜ୍ରପାତରେ ଚାଲିଗଲା ଜଣଙ୍କ ଜୀବନ
  • ||
  • ଖଲ୍ଲିକୋଟ : ବରଗଛ ମୂଳରୁ ନବଜାତ ଶିଶୁର ମୃତଦେହ ଉଦ୍ଧାର
  • ||
  • ନବରଙ୍ଗପୁର : ୧୦ଦିନ ପରେ ହୋଇଥାନ୍ତା ବାହାଘର, ଗଛରେ ଓଢଣୀ ବାନ୍ଧି ପ୍ରେମିକ ସହ ଝୁଲିପଡିଲେ ଯୁବତୀ
  • ||
  • ବ୍ରିଟେନ୍‌ ପ୍ରଧାନମନ୍ତ୍ରୀ ବୋରିସ୍‌ ଜନସନ୍‌ଙ୍କ ଭାରତ ଗସ୍ତ ବାତିଲ
  • ||

ତାର ଚୋରି ହେଲା କାଳ, ବିଦ୍ୟୁତ୍ ଖୁଣ୍ଟରୁ ଖସିପଡି ଚାଲିଗଲା ଜୀବନ

6/03/2021 at 1:23 PM

ବାରିପଦା ୬।୩: ତାର ଚୋରି କରିବାକୁ ଯାଇ ଜୀବନ ହାରିଲା ଯୁବକ । ବାରିପଦା ସହରର ୱାଲିଗଞ୍ଜଠାରେ ଘଟିଛି ଏଭଳି ଅଭାବନୀୟ ଘଟଣା ।

ସୂଚନାଯୋଗ୍ୟ ଯେ, ସହର ମଝିଦେଇ ଯାଇଥିବା ରେଳଲାଇନର ନୂତନ ବିଦ୍ୟୁତିକରଣ କାମ ଚାଲୁଥିବା ବେଳେ ଜଣେ ଯୁବକ ତାର ଚୋରି କରିବାକୁ ଖୁଣ୍ଟରେ ଚଢିଥିଲା । ଯୁବକ ଜଣଙ୍କ ଗୋଟିଏ ତାରକୁ କାଟିବାରେ ସଫଳ ହୋଇଥିଲେ ମଧ୍ୟ କୌଣସି କାରଣରୁ ଖୁଣ୍ଟରୁ ପଡି ତାଙ୍କର ମୃତ୍ୟୁ ହୋଇଛି । ତେବେ ଉକ୍ତ ଲାଇନରେ ବିଦ୍ୟୁତ୍ ସଂଯୋଗ ହୋଇନଥିଲା । ଘଟଣାସ୍ଥଳରେ ଜିଆରପି ପୋଲିସ ପହଞ୍ଚି ତଦନ୍ତ ଆରମ୍ଭ କରିଛି । ଯୁବକଙ୍କ ସଠିକ୍ ପରିଚୟ ମିଳିପାରି ନାହିଁ ।

   Related Posts