Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଚାଲିପାରିଲାନି ବିଧାନସଭା, ସୋମାବାର ପର୍ଯ୍ୟନ୍ତ ମୁଲତବୀ ଘୋଷଣା କଲେ ବାଚସ୍ପତି
  • ||
  • ଭୁବନେଶ୍ବର : ଚଉଷଠୀ ଯୋଗିନୀ ମା’ ନାରାୟଣୀଙ୍କ ମନ୍ଦିରରୁ ଚୋରି, ମା’ଙ୍କ ମୂର୍ତ୍ତିରୁ ସୁନା ଅଳଙ୍କାର ତାଡି ନେଲେ ଦୁର୍ବୃତ୍ତ
  • ||
  • ଭୁବନେଶ୍ବର : ରାଜ୍ୟରେ ଚିହ୍ନଟ ହୋଇଛନ୍ତି ୬୯୭୦ଜଣ ଭିକାରୀ, ୪୧୨୮ ପୁରୁଷ ଓ ୨୮୪୨ ମହିଳା
  • ||
  • ଭୁବନେଶ୍ବର : ବର୍ତ୍ତମାନ ସୁଦ୍ଧା ରାଜ୍ୟରେ ଓମିକ୍ରନ୍ ଚିହ୍ନଟ ହୋଇନାହିଁ : DMET
  • ||
  • ଭୁବନେଶ୍ବର : ଗୃହରେ ବିରୋଧୀଙ୍କ ପ୍ରତିବାଦ ପ୍ରସଙ୍ଗ, ବିଧାୟିକା ସ୍ନେହାଙ୍ଗୀନି ଛୁରିଆ କହିଲେ- ‘ଏହା ଗଣତନ୍ତ୍ର ପ୍ରତି ସୁସ୍ଥ ବାତାବରଣ ନୁହଁ’
  • ||
  • ଭୁବନେଶ୍ବର : ଦୁର୍ବଳ ହେବାରେ ଲାଗିଛି ବାତ୍ୟା : ରାଜସ୍ବ ମନ୍ତ୍ରୀ
  • ||
  • ଭୁବନେଶ୍ବର : ମମିତା ଝଡ ଧୀରେ ଧୀରେ ମହାବାତ୍ୟା ଆଡକୁ ମୁହାଁଇବ : ବିଷ୍ଣୁ ସେଠୀ
  • ||
  • ପୁରୀ : ପୁରୀ ବେଳାଭୂମିରେ ଲାଗିଲା ରେଡ୍ ଫ୍ଲାଗ୍, ଜନସାଧାରଣଙ୍କୁ ଯିବା ଲାଗି ବାରଣ
  • ||
  • ପଦାର୍ଥ ବିଜ୍ଞାନୀ ପଦ୍ମଭୂଷଣ ତ୍ରିଲୋଚନ ପ୍ରଧାନଙ୍କ ପରଲୋକ
  • ||
  • କୋରାପୁଟ : ମାଲବାହୀ ଟ୍ରେନ୍‌ ଇଞ୍ଜିନ୍ ଲାଇନ୍‌ଚ୍ୟୁତ, ନୂଆ ଟ୍ରାକ୍‌ରୁ ପୁରୁଣା ଟ୍ରାକ୍‌କୁ ପାସ୍ ବେଳେ ଦୁର୍ଘଟଣା
  • ||

ଶଜନା ଗଛରେ ଲାଗିଥିଲା ୧୧କେ.ଭି. ବିଦ୍ୟୁତ ତାର, ଚଢିଥିବା ବେଳେ ତାର ସଂସ୍ପର୍ଶରେ ଆସି ଯୁବକଙ୍କ ମୃତ୍ୟୁ

15/06/2021 at 12:17 PM

କଣ୍ଟାବାଞ୍ଜି ୧୫।୬: ଶଜନା ଗଛରୁ ଛୁଇଁ ତୋଳୁଥିବା ବେଳେ ବିଦ୍ୟୁତ ସଂସ୍ପର୍ଶରେ ଆସି ଯୁବକଙ୍କ ମୃତ୍ୟୁ ହୋଇଛି । ବଲାଙ୍ଗୀର ଜିଲ୍ଲା କଣ୍ଟାବାଞ୍ଜି ଆଶ୍ରମପଡାରେ ମଙ୍ଗଳବାର ସକାଳୁ ସକାଳୁ ଏଭଳି ଅଭାବନୀୟ ଘଟଣା ଘଟିଛି ।

ସୂଚନାଯୋଗ୍ୟ ଯେ, ଶଜନା ଗଛରୁ ଛୁଇଁ ତୋଳୁଥିବା ବେଳେ ବିଦ୍ୟୁତ ସଂସ୍ପର୍ଶରେ ଆସିଥିଲେ ଯୁବକ । ଫଳରେ ଘଟଣାସ୍ଥଳରେ ତାଙ୍କର ମୃତ୍ୟୁ ହୋଇଥିଲା । ମୃତକ ଜଣଙ୍କ ହେଲେ ସାଗର ନାଗ । କଣ୍ଟାବାଞ୍ଜି ଜିଆରପି ପୋଲିସ ଘଟଣାସ୍ଥଳରେ ପହଞ୍ଚି ଶବ ଜବତ କରି ତଦନ୍ତ ଆରମ୍ଭ କରିଛି । । ସୂଚନାଯୋଗ୍ୟ ଯେ ସାଗର ଶଜନା ଖାଇବା ତୋଳିବା ପାଇଁ ଘର ପାଖରେ ଥିବା ଗଛ ଉପରେ ଚଢ଼ିଥିଲେ । ତେବେ ଗଛ ଉପରେ ୧୧ କେ.ଭି. ବିଦ୍ୟୁତ ତାର ଯାଇଥିବା ବେଳେସେ ବିଦ୍ୟୁତ ତାର ସଂସ୍ପର୍ଶରେ ଆସି ତାଙ୍କର ମୃତ୍ୟୁ ହୋଇଥିବା ପରିବାର ଲୋକ କହିଛନ୍ତି ।

   Related Posts