Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ସୁଶିଲ ମୋଦି ରାଜ୍ୟସଭା ପ୍ରାର୍ଥୀ, ରାମବିଳାସ ପାଶଓ୍ବାନଙ୍କ ସ୍ଥାନରେ ଟିକେଟ୍‌ ଦେଲା ବିଜେପି
  • ||
  • ଡିସେମ୍ବର ୧ରୁ ଖୋଲିବ ରାଜ୍ୟର ସମସ୍ତ ମେଡିକାଲ୍‌ କଲେଜ୍‌, କରୋନା ଗାଇଡ୍‌ଲାଇନ୍‌ ସହ ଏସ୍‌ଓପି ପାଳନ ବାଧ୍ୟତାମୂଳକ
  • ||
  • ବାଜିରାଉତ ବ୍ରିଜ୍‌ ଉପରେ ବସ୍‌ ଉପରକୁ ଗୁଳିମାଡ଼, ଦୁଇ ଯୁବକ ଏବଂ ଜଣେ ଯୁବତୀ ଫେରାର
  • ||
  • ଘୋଷଣା ହେଲା ଧର୍ମପଦ ସମ୍ମାନ, ୨୦୧୬ ରୁ ୨୦ ବର୍ଷ ପାଇଁ ୫ ଜଣଙ୍କୁ ଧର୍ମପଦ ସମ୍ମାନ, ୨୫ ଜଣ ଶିଳ୍ପୀ ହେବେ ସମ୍ବର୍ଦ୍ଧିତ
  • ||
  • ପାଠକ ବାପ-ପୁଅ ଗିରଫ, କୁବେର ଜଙ୍ଗଲ ଅଫିସରଙ୍କ ଅମାପ ସଂପତ୍ତି ଠାବ କରିଛି ଭିଜିଲାନ୍ସ
  • ||
  • ଭୁବନେଶ୍ବର : ରାଜ୍ୟରେ ଆଉ ୧୪ କରୋନା ସଂକ୍ରମିତ ପ୍ରାଣ ହରାଇଲେ, ୧୭୧୮ରେ ପହଞ୍ଚିଲା ମୃତକଙ୍କ ସଂଖ୍ୟା
  • ||
  • ଭୁବନେଶ୍ବର : ରାଜ୍ୟରେ ଚିହ୍ନଟ ହେଲେ ୫୯୪ କରୋନା ସଂକ୍ରମିତ, ୩୧୭୨୩୯ରେ ପହଞ୍ଚିଲା ଆକ୍ରାନ୍ତଙ୍କ ସଂଖ୍ୟା
  • ||
  • ଭାରତ-ଅଷ୍ଟ୍ରେଲିଆ ଦିନିକିଆ ସିରିଜ୍, ଦଳରେ ସାମିଲ ହେଲେ ଦ୍ରୁତ ବୋଲର ଟି. ନଟରାଜନ
  • ||
  • ଭୁବନେଶ୍ବର : ଦଶମ ଶ୍ରେଣୀ ଛାତ୍ରୀ କଲେ ଆତ୍ମହତ୍ୟା ! ବେକରେ ରଶି ଲଗାଇ ପଙ୍ଖାରେ ଝୁଲି ପଡିଲେ, କାରଣ ଅସ୍ପଷ୍ଟ
  • ||
  • ରାଜକୋଟ : କୋଭିଡ୍ ହସ୍ପିଟାଲରେ ଲାଗିଲା ନିଆଁ, ୬ କରୋନା ସଂକ୍ରମିତଙ୍କ ମୃତ୍ୟୁ
  • ||

୩ ମହଲା କୋଠାରୁ ଯୁବକଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର, ଆତ୍ମହତ୍ୟା ସନ୍ଦେହ

11/11/2020 at 3:30 PM

ଭୁବନେଶ୍ବର ୧୧।୧୧: ସହିଦନଗର ଅଞ୍ଚଳରୁ ଯୁବକଙ୍କ ମୃତଦେହ ଉଦ୍ଧାର କରାଯାଇଛି । ୩ ମହଲା କୋଠାର ଲୁହା ରେଲିଂରେ ମୃତଦେହ ଝୁଲୁଥିବା ଦେଖିବାକୁ ମିଳିଥିଲା । ଘଟଣାର ତଦନ୍ତ ଜାରି ରଖିଛି ସହିଦନଗର ଥାନା ପୋଲିସ ।

ସୂଚନାଯୋଗ୍ୟ ଯେ, ଭୁବନେଶ୍ବର ସହିଦନଗର ଅଞ୍ଚଳରେ ଏକ ତିନି ମହଲା କୋଠାରୁ ଜଣଙ୍କ ମୃତଦେହ ଉଦ୍ଧାର କରାଯାଇଛି । ମୃତକ ହେଲେ ପିପିଲିର ଜାଜୁଲ୍ୟ ନାଥ । ସେ ଆତ୍ମହତ୍ୟା କରିଥିବା ସନ୍ଦେହ କରାଯାଉଛି । ଜାଜୁଲ୍ୟ ଏକ କନଷ୍ଟ୍ରକ୍‌ସନ୍‌ କମ୍ପାନୀରେ କାମ କରୁଥିଲେ । ସହିଦନଗର ପ୍ଲଟ୍‌ ନମ୍ବର ୫୩୭ରେ ଥିବା ଏକ ଆପାର୍ଟମେଣ୍ଟରେ ସେ ରହୁଥିଲେ ।

ବୁଧବାର ସକାଳେ ତାଙ୍କ ମୃତଦେହ ୩ ମହଲା କୋଠାରେ ଲାଗିଥିବା ଲୁହା ରେଲିଂରେ ଝୁଲୁଥିବା ସ୍ଥାନୀୟ ଲୋକେ ଦେଖିବାକୁ ପାଇଥିଲେ । ଏହାପରେ ପୋଲିସକୁ ଖବର ଦେଇଥିଲେ । ପୋଲିସ ଘଟଣାସ୍ଥଳରେ ପହଞ୍ଚି ମୃତଦେହ ଜବତ କରି ବ୍ୟବଚ୍ଛେଦ ପାଇଁ କ୍ୟାପିଟାଲ ହସ୍ପିଟାଲକୁ ପଠାଇଥିବା ବେଳେ ଘଟଣାର ତଦନ୍ତ ଜାରି ରହିଛି ।

   Related Posts