Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ମୁଣ୍ଡଳିରୁ ଭାସି ଯାଇଛି ହାତୀ, ଠାବ ହୋଇପାରିନି ଅବସ୍ଥିତି
  • ||
  • ଅରିନ୍ଦମ ଦାସଙ୍କୁ ଶ୍ରଦ୍ଧାଞ୍ଜଳି, ଗୁରୁତରଙ୍କ ଆସୁ ଆରୋଗ୍ୟ କାମନା କରି ଭଦ୍ରକ ଜିଲ୍ଲା ସାମ୍ବାଦିକଙ୍କ କ୍ୟାଣ୍ଡେଲ ଶୋଭାଯାତ୍ରା
  • ||
  • ଉଦଳା : ନିଜେ ବିଷ ପିଇ ଦୁଇ ଶିଶୁ କନ୍ୟାଙ୍କୁ ପିଆଇଦେଲା, ଚିକିତ୍ସାଧିନ ଅବସ୍ଥାରେ ଚାଲିଗଲା ମା’ର ଜୀବନ
  • ||
  • କଟକ : ମୁଣ୍ଡଳୀରେ ବୋଟ୍ ଦୁର୍ଘଟଣାରେ ସମ୍ବାଦଦାତା ଅରିନ୍ଦମ୍ ଦାସଙ୍କ ଅକାଳ ବିୟୋଗ, ଗଜ ଉଦ୍ଧାର ଖବର ଆଣିବାକୁ ଓଡ୍ରାଫ୍ ଟିମ୍ ସହ ଯାଇଥିଲେ
  • ||
  • କଟକ : ମୁଣ୍ଡଳୀ ବ୍ୟାରେଜରେ ଫସିଥିବା ହାତୀକୁ ଉଦ୍ଧାର ବେଳେ ଓଲଟିଲା ଓଡ୍ରାଫ୍ ବୋଟ୍
  • ||
  • ଭୁବନେଶ୍ବର କୋର୍ଟ ପରିସର ୩ଦିନ ସିଲ୍, ଜୁଡିସିଆଲ୍ କର୍ମଚାରୀ ଓ ଆଇନଜୀବୀ କରୋନା ପଜିଟିଭ୍ ପରେ ପଦକ୍ଷେପ
  • ||
  • ଉପରତଳ ହେଉଛି କରୋନା ଗ୍ରାଫ୍ : ୨୪ ଘଣ୍ଟାରେ ବାହାରିଲେ ୫୩୯ କୋଭିଡ୍ ପଜିଟିଭ୍
  • ||
  • ବିଜେପି ନେତା ଫଡନାଭୀସଙ୍କ ଶରଣରେ କଂଗ୍ରେସ ନେତା, କହିଲେ- ‘ଆମ ପ୍ରାର୍ଥୀଙ୍କୁ ଜିତିବାରେ ସାହାଯ୍ୟ କର’
  • ||
  • ଉପରମୁଣ୍ଡରେ ବର୍ଷା, ବଢୁଛି ହୀରାକୁଦର ଜଳସ୍ତର
  • ||

ବାରହା ମାରିବାକୁ ବିଛାଯାଇଥିବା ବିଦ୍ୟୁତ ତାର, ଆଘାତ ଲାଗି ଚାଲିଗଲା ଯୁବକଙ୍କ ଜୀବନ

5/08/2021 at 12:35 PM

ନିଆଳି ୫।୮: ବିଦ୍ୟୁତ ତାର ଲାଗି ଯୁବକଙ୍କ ମୃତ୍ୟୁ ହୋଇଛି । ମୃତ ଯୁବକ ହେଲେ ଓଲଟପୁର ଥାନା ମଉଜୁପୁର ଗାଁର କୈଳାସ ବେହେରା । ଘଟଣାସ୍ଥଳରେ ପୋଲିସ ପହଞ୍ଚି ତଦନ୍ତ ଆରମ୍ଭ କରିଛି ।

ସୂଚନାଯୋଗ୍ୟ ଯେ, ଓଲଟପୁର ଥାନା ମଉଜୁପୁର ଗାଁର କୈଳାସ ବେହେରା ସକାଳୁ ସକାଳୁ କାକୁଡି ବିଲକୁ ଯାଇଥିବା ବେଳେ ଏଭଳି ଅଘଟଣ ଘଟିଛି । କାକୁଡି ବିଲରେ ବାରହା ମାରିବାକୁ ବିଛାଯାଇଥିବା ବିଦ୍ୟୁତ ତାର ଲାଗି ଏଭଳି ଅଘଟଣ ଘଟିଥିବା ଜଣାପଡିଛି । ବିଦ୍ୟୁତ ଆଘାତ ଲାଗି ଯୁବକଙ୍କ ମୃତ୍ୟୁ ହୋଇଛି । ଘଟଣାସ୍ଥଳରେ ପୋଲିସ ପହଞ୍ଚି ମୃତଦେହ ଜବତ କରି ଶବ ବ୍ୟବଚ୍ଛେଦ ପାଇଁ ପଠାଇଛି । ଘଟଣାର ଅଧିକ ତଦନ୍ତ ଜାରି ରଖିଛି ପୋଲିସ ।

   Related Posts