Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଲୋକସଭାରେ ପାରିତ ହେଲା କୃଷି ଆଇନ ଉଚ୍ଛେଦ ବିଲ୍‌
  • ||
  • କୃଷକଙ୍କୁ ଦଳି ମାରିଲେ ୭ ଦନ୍ତା, ଖଣ୍ଡ ଖଣ୍ଡ କରିଦେଲେ ଶରୀର
  • ||
  • ଦେଶରେ ୨୪ ଘଣ୍ଟାରେ ବାହାରିଲେ ୮ ହଜାରରୁ ଅଧିକ କରୋନା ପଜିଟିଭ, ୨୩୬ ମୃତ
  • ||
  • ରାଜ୍ୟରେ ଆଉ ୨ଜଣଙ୍କ ଜୀବନ ନେଲା କରୋନା, ମୃତ୍ୟୁସଂଖ୍ୟା ୮୪୦୯କୁ ବୃଦ୍ଧି
  • ||
  • ୨୪ ଘଣ୍ଟାରେ ରାଜ୍ୟରେ ଚିହ୍ନଟ ହେଲେ ୧୯୭ କରୋନା ସଂକ୍ରମିତ, ୧୦୪୮୮୮୦ରେ ପହଞ୍ଚିଲା ସଂଖ୍ୟା
  • ||
  • ୧୨ ଘଣ୍ଟିଆ ମୟୂରଭଞ୍ଜ ବନ୍ଦ : ବିଭିନ୍ନ ଭାଷାକୁ ଦ୍ୱିତୀୟ ରାଜ୍ୟଭାଷା ମାନ୍ୟତା ପ୍ରଦାନ ଦାବି
  • ||
  • ୧୨ ଘଣ୍ଟିଆ ମୟୂରଭଞ୍ଜ ବନ୍ଦ : ବିଭିନ୍ନ ଭାଷାକୁ ଦ୍ୱିତୀୟ ରାଜ୍ୟଭାଷା ମାନ୍ୟତା ପ୍ରଦାନ ଦାବି
  • ||
  • ଭିଜିଲାନ୍ସ ଜାଲରେ କନଷ୍ଟେବଳ, ଜବତ ହେଲାଣି ଲକ୍ଷ ଲକ୍ଷ ଟଙ୍କା
  • ||
  • ଭିଜିଲାନ୍ସ ଜାଲରେ କନଷ୍ଟେବଳ, ଜବତ ହେଲାଣି ଲକ୍ଷ ଲକ୍ଷ ଟଙ୍କା
  • ||
  • ଓମିକ୍ରନ୍ ନେଇ AIIMS ମୁଖ୍ୟ ଗୁଲେରିଆ ଦେଲେ ଚେତାବନୀ, କହିଲେ ନୂଆ ଭାରିଆଣ୍ଟ ଭାକସିନକୁ ଦେଇପାରେ ଚକମା
  • ||

ଅଭାବନୀୟ : ବାରହା ଶିକାର ପାଇଁ ବିଛାଯାଇଥିବା ବିଦ୍ୟୁତ ତାର ସଂସ୍ପର୍ଶରେ ଆସି ଯୁବକଙ୍କ ମୃତ୍ୟୁ

12/11/2021 at 4:36 PM

ନୟାଗଡ ୧୨।୧୧: ନୟାଗଡ ଜିଲ୍ଲା ଦଶପଲ୍ଲା ଥାନା ଟାକେରା ଜଙ୍ଗଲରେ ବାରହା ଶିକାର ପାଇଁ ବିଛାଯାଇଥିବା ବିଦ୍ୟୁତ ତାର ସଂସ୍ପର୍ଶରେ ଆସି ଜଣଙ୍କର ମୃତ୍ୟୁ ହୋଇଛି । ମୃତକ ହେଲେ ନାହାକପଡା ଗାଁର ଅତନୁ ବେହେରା ।

ସୂଚନାଯୋଗ୍ୟ ଯେ, ଗୁରୁବାର ଅତନୁ ଗାଁର ଅନ୍ୟ ତିନି ଜଣଙ୍କ ସାଙ୍ଗରେ ଘରୁ ଆସିଥିଲେ । ହେଲେ ସେ ରାତିରେ ଘରକୁ ଫେରିନଥିଲେ । ଅତନୁଙ୍କ ବାପା ଶୁକ୍ରବାର ସକାଳେ ଅନ୍ୟ ଯୁବକମାନଙ୍କୁ ପୁଅ ସମ୍ପର୍କରେ ପଚାରିଥିଲେ ମଧ୍ୟ କୌଣସି ଉତ୍ତର ନପାଇ ଥାନାକୁ ଯାଇଥିଲେ । ବହୁ ଖୋଜାଖୋଜି ପରେ ଟାକେରା ଘାଟି ତଳେ ଅତନୁଙ୍କ ମୃତଦେହ ପଡିଥିବା ଜଣାପଡିଥିଲା । ପୋଲିସ ଘଟଣାସ୍ଥଳରେ ପହଞ୍ଚି ମୃତଦେହ ଜବତ କରିବା ସହ ବିଛାଯାଇଥିବା ତାରକୁ ମଧ୍ୟ ଜବତ କରିଛି ।

   Related Posts