Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଯୁବ ମୋର୍ଚ୍ଚା ନେତାଙ୍କୁ ମାଡ଼ ଘଟଣାରେ ପ୍ରତିବାଦ, ମୁଖ୍ୟମନ୍ତ୍ରୀଙ୍କ କୁଶ ପୁତ୍ତଳିକା ଦାହ କଲା ବିଜେପି
  • ||
  • କାର୍ତ୍ତିକ ମାସର ପ୍ରଥମ ସୋମବାରରେ ଧବଳେଶ୍ଵର ପୀଠରେ ୧୪୪ ଧାରା ଜାରି
  • ||
  • ଭୁବନେଶ୍ବର : ମନୀଷ ଅନୁରାଗ ମୃତ୍ୟୁ ମାମଲା : ବଦଳିଲେ ତମାଣ୍ଡୋ ଥାନା IIC, ଚନ୍ଦକା ଥାନାର ସବ୍ ଇନ୍ସପେକ୍ଟର ତୁଲାଇବେ ଦାୟିତ୍ବ
  • ||
  • ଭୁବନେଶ୍ବର : ମନୀଷ ଅନୁରାଗ ମୃତ୍ୟୁ ମାମଲା, କନେଷ୍ଟବଳ ପ୍ରସନ୍ନ ବେହେରା ନିଲମ୍ବିତ
  • ||
  • ଜଗତସିଂହପୁର : ଦେବୀ ନଦୀରେ ବୁଡି ୫ମ ଶ୍ରେଣୀ ଛାତ୍ରଙ୍କ ମୃତ୍ୟୁ, ଅନ୍ୟ ୩ଜଣ ଉଦ୍ଧାର
  • ||
  • ବ୍ରହ୍ମପୁର : ବ୍ରହ୍ମପୁରରେ ସ୍ବର୍ଣ୍ଣିମ ବିଜୟ ବର୍ଷ ପାଳିତ, ପୋଲିସ ରିଜର୍ଭ ଗ୍ରାଉଣ୍ଡରେ ପହଞ୍ଚିଲା ମଶାଲ
  • ||
  • ଭୁବନେଶ୍ବର : ତେଲ ଟ୍ୟାଙ୍କରରେ ଗଞ୍ଜେଇ ଚାଲାଣ, ଅଢେଇ କ୍ବିଣ୍ଟାଲ ଗଞ୍ଜେଇ ସହ ୨ ଜଣଙ୍କୁ ଗିରଫ କଲା ଏନ୍‌ସିବି
  • ||
  • ବାଲିପାଟଣା : ବୃଦ୍ଧଙ୍କୁ ଚାପିଦେଲା ହାଇଓ୍ବା, ଘଟଣାସ୍ଥଳରେ ଚାଲିଗଲା ଜୀବନ
  • ||
  • ସୁନ୍ଦରଗଡ : ଗଛରୁ ଉଦ୍ଧାର ହେଲା ଯୁବକଙ୍କ ଝୁଲନ୍ତା ମୃତଦେହ, ଆତ୍ମହତ୍ୟା ସନ୍ଦେହ
  • ||
  • ବାରିପଦା : ମୟୁରଭଞ୍ଜରେ ସ୍ବାସ୍ଥ୍ୟ ସ୍ମାର୍ଟ କାର୍ଡ ବାଣ୍ଟିଲେ ମୁଖ୍ୟମନ୍ତ୍ରୀ, ବିଭିନ୍ନ ଉନ୍ନୟନମୂଳକ ପ୍ରକଳ୍ପର ଉଦଘାଟନ ଓ ଶିଳାନ୍ୟାସ
  • ||

ବିଦ୍ୟୁତ ତାର ଚୋରି ହେଲା କାଳ, ୧୧ କେଭି ତାର ସଂସ୍ପର୍ଶରେ ଆସି ଚାଲିଗଲା ଯୁବକଙ୍କ ଜୀବନ

13/10/2021 at 4:24 PM

ନିମାପଡା ୧୩।୧୦: ବିଦ୍ୟୁତ ତାର ଚୋରି କରିବା ହେଲା କାଳ । ଚାଲିଗଲା ଯୁବକଙ୍କ ଜୀବନ। ମୃତ ଯୁବକ ଜଣଙ୍କ ହେଲେ ଡେଲାଙ୍ଗ ଥାନା ଅନ୍ତର୍ଗତ ରେଞ୍ଚ ଅଞ୍ଚଳର । ଏଭଳି ଘଟଣା ଘଟିଛି  ପୁରୀ-ଭୁବନେଶ୍ବର ୩୧୬ ନମ୍ବର ଜାତୀୟ ରାଜପଥ ପାର୍ଶ୍ବ ମଙ୍ଗଳପୁର ଅନ୍ତର୍ଗତ ଜମାଲପୁର ଛକ କେନାଲ ବନ୍ଧରେ। ବୁଧବାର ବିଳମ୍ବିତ ରାତିରେ କେନାଲ ବନ୍ଧ ଉପରେ ଥିବା ୧୧ କେଭି ବିଦ୍ୟୁତ ଖୁଣ୍ଟରୁ ତାର ଚୋରି କରିବା ସମୟରେ ବିଦ୍ୟୁତ ସଂସ୍ପର୍ଶରେ ଆସି ମୃତ୍ୟୁ ହୋଇଥିବା ପିପିଲି ପୋଲିସ କହିଛି। ମୃତଦେହ ଖୁଣ୍ଟ ମୂଳରେ ପଡିଥିବା ବେଳେ ପିପିଲି ପୋଲିସ ଘଟଣାସ୍ଥଳରେ ପହଞ୍ଚି ଅଧିକ ତଦନ୍ତ ଜାରି ରଖିଛି। ସେପଟେ ଘଟଣାସ୍ଥଳରେ ରହିଥିବା ଏକ ବାଇକକୁ ପୋଲିସ ଜବତ କରି ଥାନାକୁ ଆଣିଛି ।

   Related Posts