Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ବିଜେଡିରେ ମିଶିବେ ପ୍ରଦୀପ ମାଝୀ, କହିଲେ ନବୀନଙ୍କ ହାତମୁଠା ଟାଣ କରିବି
  • ||
  • ଆଇଆଇଟି ଜମ୍ମୁର ନୂତନ ଗୃହ ଲୋକାର୍ପଣ କରିବେ ଗୃହମନ୍ତ୍ରୀ ଅମିତ ଶାହ, ଉପସ୍ଥିତ ରହିବେ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ
  • ||
  • ରାଜ୍ୟରେ କମୁଛି କରୋନା ଗ୍ରାଫ୍: କୋଭିଡ୍ ନେଲା ଆଉ ୪ ଜଣଙ୍କ ଜୀବନ
  • ||
  • ଉପରତଳ ହେଉଛି କରୋନା ଗ୍ରାଫ୍ : ୨୪ ଘଣ୍ଟାରେ ବାହାରିଲେ ୪୪୭ କୋଭିଡ୍ ପଜିଟିଭ୍
  • ||
  • ଦେଶରେ ୨୪ ଘଣ୍ଟାରେ ବାହାରିଲେ ୧୫ ହଜାରରୁ ଅଧିକ କରୋନା ପଜିଟିଭ୍, ୫୬୧ ମୃତ
  • ||
  • ଚିଲିକାକୁ ଆସିଲେଣି ବିଦେଶୀ ପକ୍ଷୀ, ସୁରକ୍ଷା ପାଇଁ ବନ ବିଭାଗ ପ୍ରସ୍ତୁତ
  • ||
  • ଲକ୍ଷ୍ମୀପୁର ହିଂସାର ମୁଖ୍ୟ ଅଭିଯୁକ୍ତ ଆଶିଷ ମିଶ୍ରାଙ୍କୁ ଡେଙ୍ଗୁ, ଚିକିତ୍ସା ପାଇଁ ହସ୍ପିଟାଲରେ ଭର୍ତ୍ତି
  • ||
  • କମୁଛି ତାପମାତ୍ରା, ଦାରିଙ୍ଗିବାଡିରେ ୧୧ ଡିଗ୍ରୀକୁ ଖସିଲା ପାରଦ
  • ||
  • ସୁପର ସଣ୍ଡେରେ ସୁପର ମୁକାବିଲା : ଟି୨୦ ବିଶ୍ୱକପରେ ଭାରତ-ପାକିସ୍ତାନ ହାଇଭୋଲଟେଜ୍ ଫାଇଟ୍
  • ||

ଯୁବକଙ୍କୁ ଗୋଡାଇ ଗୋଡାଇ ହାଣିଲେ ଦୁର୍ବୃତ୍ତ, ଗୁରୁତର ଅବସ୍ଥାରେ ଡାକ୍ତରଖାନା ନେବାବେଳେ ହେଲା ମୃତ୍ୟୁ

20/02/2020 at 7:16 AM

ଢେଙ୍କାନାଳ ୨୦।୨: ଯୁବକଙ୍କୁ ଗୋଡ଼ାଇ ଗୋଡ଼ାଇ ହାଣିଲେ ଦୁର୍ବୃତ୍ତ। ଢେଙ୍କାନାଳ ମାଣ୍ଡପା ସାହିରେ ଏହି ହତ୍ୟାକାଣ୍ଡ ଘଟିଛି । ରକ୍ତ ଜୁଡୁବୁଡୁ ଅବସ୍ଥାରେ ଯୁବକଙ୍କୁ ଢେଙ୍କାନାଳ ମୁଖ୍ୟ ଡାକ୍ତରଖାନାକୁ ନେବା ରାସ୍ତାରେ ତାଙ୍କର ମୃତ୍ୟୁ ଘଟିଛି। ମୃତ ଯୁବକ ହେଲେ ମାଣ୍ଡପା ସାହିର ପୂର୍ଣ୍ଣଚନ୍ଦ୍ର ବେହେରା।

ଢେଙ୍କାନାଳ ଟାଉନ ଥାନା ପୋଲିସ ଘଟଣାସ୍ଥଳରେ ତଦନ୍ତ କରୁଛି । ହତ୍ୟାକାରୀ ଯୁବକମାନଙ୍କ ସହିତ ପାଟିତୁଣ୍ଡରୁ ପୂର୍ଣ୍ଣଚନ୍ଦ୍ରଙ୍କର ହାତାହାତି ହୋଇଥିଲା । ଏଥିରେ ଉତକ୍ଷିପ୍ତ ହୋଇ ସ୍ଥାନୀୟ ୩ ଜଣ ଯୁବକ ହତ୍ୟାକାଣ୍ଡ ଘଟାଇ ଫେରାର ହୋଇଯାଇଛନ୍ତି ।

   Related Posts