ଅଜଣା ଗାଡି ଧକ୍କାରେ ଯୁବକଙ୍କ ମୃତ୍ୟୁ

Published By : Prameya-News7 Bureau | June 26, 2020 IST

ମୋହନା ୨୬।୬: ଅଜଣା ଗାଡି ଧକ୍କାରେ ଯୁବକଙ୍କ ମୃତ୍ୟୁ । ଗତକାଲି ବିଳମ୍ବିତ ରାତିରେ ଘଟିଛି ଦୁର୍ଘଟଣା । ଅଡବା ଥାନା ପୋଲିସ ଶବ ଜବତ କରି ତଦନ୍ତ ଜାରି ରଖିଛି ।

ସୂଚନାଯୋଗ୍ୟ ଯେ, ଗଜପତି ଜିଲ୍ଲା ଅଡବା ଥାନା ଆଶ୍ରୟପୁର ଗାଁ ନିକଟରେ ଘଟିଛି ଦୁର୍ଘଟଣା । ଗତକାଲି ବିଳମ୍ବିତ ରାତିରେ ଅଜଣା ଗାଡି ଧକ୍କାରେ ଜଣେ ଯୁବକଙ୍କ ମୃତ୍ୟୁ ହୋଇଛି । ଯୁବକ ଜଣଙ୍କ ହେଲେ ସେହି ଗାଁର ସାମୁଏଲ ଶବର । ସେ ମାନସିକ ବିକୃତ ଥିବା ଜଣାପଡିଛି । ଅଡବା ପୋଲିସ ଶବ ଜବତ କରି ତଦନ୍ତ କରୁଛି ।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.