Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ବାତ୍ୟା ଅପ୍‌ଡେଟ୍‌: ସାମ୍ଭାବ୍ୟ ବାତ୍ୟାକୁ ଦୃଷ୍ଟିରେ ରଖି ବାତିଲ୍‌ ହେଲା ଟ୍ରେନ୍‌
  • ||
  • ଶେଷରେ ରଦ୍ଦ ହେଲା ତିନି କୃଷି ଆଇନ, ବିଧେୟକ ଉପରେ ମୋହର ମାରିଲେ ରାଷ୍ଟ୍ରପତି ରାମନାଥ କୋବିନ୍ଦ
  • ||
  • ପଞ୍ଜାବ ନିର୍ବାଚନ ପୂର୍ବରୁ ବିଜେପିକୁ ବଡ଼ ସଫଳତା, ପଦ୍ମ ଧରିଲେ ଶିରୋମଣି ଅକାଳି ଦଳର ମନଜିନ୍ଦର ସିଂହ
  • ||
  • ନୂଆ କୋଭିଡ୍‌ ଭାରିଆଣ୍ଟକୁ ନେଇ ସଚେତନ ରହିବାକୁ ଅପିଲ୍‌ କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ
  • ||
  • ଜୁନିୟର ହକି ବିିଶ୍ୱକପ୍‌: ସେମିରେ ପ୍ରବେଶ କଲା ଫ୍ରାନ୍ସ
  • ||
  • ବଙ୍ଗୋମୁଣ୍ଡା ଆଇଆଇସିଙ୍କୁ କୋର୍ଟ ଚାଲାଣ କଲା ଭିଜିଲାନ୍ସ
  • ||
  • ଖଣ୍ଡପଡା : କଲେଜ ସମ୍ମୁଖରୁ ୨ ଛାତ୍ରୀଙ୍କୁ ଉଠାଇନେଲେ ଦୁର୍ବୃତ୍ତ, ପ୍ରତିବାଦରେ ଛାତ୍ରଛାତ୍ରୀଙ୍କ ରାସ୍ତାରୋକ
  • ||
  • ଭୁବନେଶ୍ବର : ୪ କୋଚ୍‌ଙ୍କୁ ବାଧ୍ୟତାମୂଳକ ଅବସର, ଅପାରଗତା ଓ ଦାୟିତ୍ବରେ ଅବହେଳା ପାଇଁ କାର୍ଯ୍ୟାନୁଷ୍ଠାନ
  • ||
  • ଗ୍ରାହକଙ୍କୁ ପୁଣି ମହଙ୍ଗା ମାଡ, ସିଲିଣ୍ଡର ପିଛା ୧୦୦ ଟଙ୍କା ବଢିଲା
  • ||
  • ସାନଖେମୁଣ୍ଡି : ବିଲରେ ପଡିଛି ନରକଙ୍କାଳ, ଧାନ କାଟିବା ବେଳେ ଦେଖିଲେ ଲୋକେ
  • ||

ଅଶାନ୍ତ ସମ୍ବଲପୁର : ଫୁଟିଲା ଗୁଳି, ଯୁବକଙ୍କୁ ଗୋଡାଇ ଗୋଡାଇ ହାଣିଲେ ଦୁର୍ବୃତ୍ତ

10/10/2020 at 1:30 PM

ସମ୍ବଲପୁର ୧୦।୧୦: ଦୀର୍ଘ ଦିନ ପରେ ପୁଣି ଅଶାନ୍ତ ହୋଇଛି ସମ୍ବଲପୁର । ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ଫୁଟିଛି ଗୁଳି । ଯୁବକଙ୍କୁ ଗୋଡାଇ ଗୋଡାଇ ହାଣିଛନ୍ତି ଦୁର୍ବୃତ୍ତ । ସମ୍ବଲପୁର ଟାଉନ ଥାନା ହାଟପଟା ଅଞ୍ଚଳରେ ଘଟିଛି ଏଭଳି ହତ୍ୟାକାଣ୍ଡ ।

ସୂଚନାଯୋଗ୍ୟ ଯେ, ସମ୍ବଲପୁର ଟାଉନ ଥାନା ହାଟପଟା ଅଞ୍ଚଳରେ ଯୁବକଙ୍କୁ ଗୋଡାଇ ଗୋଡାଇ ହାଣିଛନ୍ତି ଦୁର୍ବୃତ୍ତ । ମୃତ ଯୁବକ ଜଣଙ୍କ ଦାନିପାଲିର ବାବୁଲୁ ନାୟକ । ପୂର୍ବରୁ ବାବୁଲୁର ହତ୍ୟାକାରୀଙ୍କ ବାପାଙ୍କ ସହିତ ଝଗଡା ହୋଇଥିଲା । ତେବେ ମୃତଦେହ ଜବତ କରି ପୋଲିସ ବ୍ୟବଚ୍ଛେଦ ପାଇଁ ପଠାଇଛି । ଏହାସହ ହତ୍ୟାକାରୀକୁ ଧରିବା ବିଭିନ୍ନ ସ୍ଥାନରେ ଛାନଭିନ ଆରମ୍ଭ କରିଛି ।

   Related Posts