Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ବରିଷ୍ଠ ସାମ୍ୱାଦିକ ବିନୋଦ ଦୁଆଙ୍କ ପରଲୋକ, କରୋନାରେ ହୋଇଥିଲେ ଆକ୍ରାନ୍ତ
  • ||
  • ଚାଲିପାରିଲାନି ବିଧାନସଭା, ସୋମାବାର ପର୍ଯ୍ୟନ୍ତ ମୁଲତବୀ ଘୋଷଣା କଲେ ବାଚସ୍ପତି
  • ||
  • ଭୁବନେଶ୍ବର : ଚଉଷଠୀ ଯୋଗିନୀ ମା’ ନାରାୟଣୀଙ୍କ ମନ୍ଦିରରୁ ଚୋରି, ମା’ଙ୍କ ମୂର୍ତ୍ତିରୁ ସୁନା ଅଳଙ୍କାର ତାଡି ନେଲେ ଦୁର୍ବୃତ୍ତ
  • ||
  • ଭୁବନେଶ୍ବର : ରାଜ୍ୟରେ ଚିହ୍ନଟ ହୋଇଛନ୍ତି ୬୯୭୦ଜଣ ଭିକାରୀ, ୪୧୨୮ ପୁରୁଷ ଓ ୨୮୪୨ ମହିଳା
  • ||
  • ଭୁବନେଶ୍ବର : ବର୍ତ୍ତମାନ ସୁଦ୍ଧା ରାଜ୍ୟରେ ଓମିକ୍ରନ୍ ଚିହ୍ନଟ ହୋଇନାହିଁ : DMET
  • ||
  • ଭୁବନେଶ୍ବର : ଗୃହରେ ବିରୋଧୀଙ୍କ ପ୍ରତିବାଦ ପ୍ରସଙ୍ଗ, ବିଧାୟିକା ସ୍ନେହାଙ୍ଗୀନି ଛୁରିଆ କହିଲେ- ‘ଏହା ଗଣତନ୍ତ୍ର ପ୍ରତି ସୁସ୍ଥ ବାତାବରଣ ନୁହଁ’
  • ||
  • ଭୁବନେଶ୍ବର : ଦୁର୍ବଳ ହେବାରେ ଲାଗିଛି ବାତ୍ୟା : ରାଜସ୍ବ ମନ୍ତ୍ରୀ
  • ||
  • ଭୁବନେଶ୍ବର : ମମିତା ଝଡ ଧୀରେ ଧୀରେ ମହାବାତ୍ୟା ଆଡକୁ ମୁହାଁଇବ : ବିଷ୍ଣୁ ସେଠୀ
  • ||
  • ପୁରୀ : ପୁରୀ ବେଳାଭୂମିରେ ଲାଗିଲା ରେଡ୍ ଫ୍ଲାଗ୍, ଜନସାଧାରଣଙ୍କୁ ଯିବା ଲାଗି ବାରଣ
  • ||
  • ପଦାର୍ଥ ବିଜ୍ଞାନୀ ପଦ୍ମଭୂଷଣ ତ୍ରିଲୋଚନ ପ୍ରଧାନଙ୍କ ପରଲୋକ
  • ||

ଟ୍ରେନ୍ ଲାଇନ୍ ନିକଟରୁ ଯୁବକଙ୍କ ମୃତଦେହ ଉଦ୍ଧାର, ହତ୍ୟା ନା ଆତ୍ମହତ୍ୟା ଅସ୍ପଷ୍ଟ

10/11/2021 at 5:53 PM

ବାରିପଦା ୧୦।୧୧: ମୟୂରଭଞ୍ଜ ଜିଲ୍ଲାର ବେତନଟୀ ରେଳ ଷ୍ଟେସନଠାରୁ ମାତ୍ର ୩୦୦ ମିଟର ଦୂରରେ ରେଳ ଲାଇନ ନିକଟରୁ ଏକ ଯୁବକର ମୃତଦେହକୁ ଠାବ କରିଛି ବେତନଟୀ ପୋଲିସ । ଘଟଣା ସ୍ଥଳରେ ସ୍ଥାନୀୟ ପୋଲିସ ଓ ରେଲୱେ ପୋଲିସ ପହଞ୍ଚି ଶବ ଉଦ୍ଧାର କରିବା ସହ ବ୍ୟବଚ୍ଛେଦ ପାଇଁ ପଠାଇଛି । ମୃତ ବ୍ୟକ୍ତି ଜଣକ ବାରିପଦା ଟାଉନ ଥାନା ଅନ୍ତର୍ଗତ ୱାର୍ଡ ନଂ ୧୭ ଅଞ୍ଚଳର ଲକ୍ଷ୍ମୀଧର ମହାନ୍ତି । ତେବେ ଯୁବକର ମୃତ୍ୟୁର କାରଣ ଜଣାପଡ଼ିନଥିବା ବେଳେ ଏହା ଆତ୍ମହତ୍ୟା ନା କିଏ ହତ୍ୟା କରି ଏଠାରେ ପକାଇ ଦେଇଛନ୍ତି ସେନେଇ ଅଧିକ ତଦନ୍ତ ଆରମ୍ଭ କରିଛି ରେଲୱେ ପୋଲିସ । ରେଲୱେ ପୋଲିସ ଘଟଣାର ତଦନ୍ତ ଆରମ୍ଭ କରିଛି।

   Related Posts