Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ୩ ଦିନିଆ ରିମାଣ୍ଡରେ ଯିବେ ଅଭୟକାନ୍ତ ପାଠକ: ସ୍ବତନ୍ତ୍ର ଭିଜିଲାନ୍ସ କୋର୍ଟ ଦେଲେ ଅନୁମତି
  • ||
  • ଭୁବନେଶ୍ୱର : କମିଲା କରୋନା ପରୀକ୍ଷା ଦର, ଏଣିକି ୪ଶହ ଟଙ୍କାରେ ହେବ କୋଭିଡ୍ RT-PCR ଟେଷ୍ଟ
  • ||
  • କଳାହାଣ୍ଡି : ଜମିବାଡ଼ି ବିବାଦକୁ ନେଇ ଗୋଷ୍ଠୀ ସଂଘର୍ଷ, ୪ ଆହତ
  • ||
  • ଜି.ଉଦୟଗିରି : ଭାରସାମ୍ୟ ହରାଇ ବାଇକ୍ ଦୁର୍ଘଟଣା : ଜଣେ ମୃତ, ୨ ଗୁରୁତର
  • ||
  • କଣ୍ଟାବାଞ୍ଝି : ରେଳ ଷ୍ଟେସନରୁ ୭୪ ଜଣ ଦାଦନ ଶ୍ରମିକ ଉଦ୍ଧାର, ସର୍ଦାର ଫେରାର
  • ||
  • ଜଗତସିଂହପୁର : ଭିଜିଲାନ୍ସ ଜାଲରେ ବରିଷ୍ଠ କିରାଣୀ, ବାସଭବନ ସମେତ ଏକକାଳୀନ ୪ଟି ସ୍ଥାନରେ ଚଢାଉ
  • ||
  • କୌଶାମ୍ବି : ବରଯାତ୍ରୀ ଗାଡ଼ି ଉପରେ ଓଲଟି ପଡ଼ିଲା ବାଲି ଭର୍ତ୍ତି ଟ୍ରକ୍ ,୮ମୃତ
  • ||
  • ଆମେରିକାରେ କରୋନା ସ୍ଥିତି ଭୟଙ୍କର : ଗୋଟିଏ ସପ୍ତାହ ମଧ୍ୟରେ ୧୦ହଜାର ଲୋକଙ୍କ ଗଲା ଜୀବନ
  • ||
  • ଭୁବନେଶ୍ୱର : ରାଜ୍ୟରେ ଆଉ ୬ କରୋନା ସଂକ୍ରମିତ ପ୍ରାଣ ହରାଇଲେ, ୧୭୫୦ରେ ପହଞ୍ଚିଲା ମୃତକଙ୍କ ସଂଖ୍ୟା
  • ||
  • ଭୁବନେଶ୍ୱର : ରାଜ୍ୟରେ ଚିହ୍ନଟ ହେଲେ ୪୮୦ କରୋନା ସଂକ୍ରମିତ, ୩୧୯୫୮୩ରେ ପହଞ୍ଚିଲା ଆକ୍ରାନ୍ତଙ୍କ ସଂଖ୍ୟା
  • ||

ରାସ୍ତା ଉପରେ ପଡିଛି ଯୁବକଙ୍କ ମୃତଦେହ, ହତ୍ୟା ସନ୍ଦେହ

30/10/2020 at 7:58 AM

ବୌଦ୍ଧ ୩୦।୧୦: ରାସ୍ତା ଉପରେ ପଡିଛି ଯୁବକଙ୍କ ମୃତଦେହ । ବୌଦ୍ଧ ଜିଲ୍ଲା ପୁରୁଣାକଟକ ଥାନା ଅନ୍ତର୍ଗତ ସିଙ୍ଗାଡିବିଡ଼ା ନିକଟରେ ଦେଖିବାକୁ ମିଳିଛି ଏଭଳି ଦୃଶ୍ୟ । ତେବେ ଏହି ମୃତଦେହ ପାଖରେ ଏକ ମୋବାଇଲ ପଡିଥିବା ଦେଖିବାକୁ ମିଳିଛି ।

ଶବ ପଡିରହିଥିବା ସ୍ଥାନର ଆଖପାଖରେ ରକ୍ତ ପଡିନଥିବାରୁ ପାରିପାର୍ଶ୍ବିକ ସ୍ଥିତିରୁ ଏହା ଦୁର୍ଘଟଣା ନା ହତ୍ୟା ତାକୁ ନେଇ ସନ୍ଦେହ ସୃଷ୍ଟି ହୋଇଛି । ବର୍ତ୍ତମାନ ସୁଦ୍ଧା ମୃତକଙ୍କ ପରିଚୟ ମିଳିନଥିବା ବେଳେ ସ୍ଥାନୀୟ ପୋଲିସ ମଧ୍ୟ ଘଟଣାସ୍ଥଳରେ ପହଞ୍ଚି ପାରିନାହିଁ ।

   Related Posts