Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ବିଜେଡିରେ ମିଶିବେ ପ୍ରଦୀପ ମାଝୀ, କହିଲେ ନବୀନଙ୍କ ହାତମୁଠା ଟାଣ କରିବି
  • ||
  • ଆଇଆଇଟି ଜମ୍ମୁର ନୂତନ ଗୃହ ଲୋକାର୍ପଣ କରିବେ ଗୃହମନ୍ତ୍ରୀ ଅମିତ ଶାହ, ଉପସ୍ଥିତ ରହିବେ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ
  • ||
  • ରାଜ୍ୟରେ କମୁଛି କରୋନା ଗ୍ରାଫ୍: କୋଭିଡ୍ ନେଲା ଆଉ ୪ ଜଣଙ୍କ ଜୀବନ
  • ||
  • ଉପରତଳ ହେଉଛି କରୋନା ଗ୍ରାଫ୍ : ୨୪ ଘଣ୍ଟାରେ ବାହାରିଲେ ୪୪୭ କୋଭିଡ୍ ପଜିଟିଭ୍
  • ||
  • ଦେଶରେ ୨୪ ଘଣ୍ଟାରେ ବାହାରିଲେ ୧୫ ହଜାରରୁ ଅଧିକ କରୋନା ପଜିଟିଭ୍, ୫୬୧ ମୃତ
  • ||
  • ଚିଲିକାକୁ ଆସିଲେଣି ବିଦେଶୀ ପକ୍ଷୀ, ସୁରକ୍ଷା ପାଇଁ ବନ ବିଭାଗ ପ୍ରସ୍ତୁତ
  • ||
  • ଲକ୍ଷ୍ମୀପୁର ହିଂସାର ମୁଖ୍ୟ ଅଭିଯୁକ୍ତ ଆଶିଷ ମିଶ୍ରାଙ୍କୁ ଡେଙ୍ଗୁ, ଚିକିତ୍ସା ପାଇଁ ହସ୍ପିଟାଲରେ ଭର୍ତ୍ତି
  • ||
  • କମୁଛି ତାପମାତ୍ରା, ଦାରିଙ୍ଗିବାଡିରେ ୧୧ ଡିଗ୍ରୀକୁ ଖସିଲା ପାରଦ
  • ||
  • ସୁପର ସଣ୍ଡେରେ ସୁପର ମୁକାବିଲା : ଟି୨୦ ବିଶ୍ୱକପରେ ଭାରତ-ପାକିସ୍ତାନ ହାଇଭୋଲଟେଜ୍ ଫାଇଟ୍
  • ||

ଯୁବକଙ୍କୁ ଲୁହା ରଡ୍‌ରେ ପିଟି ପିଟି ମାରିଦେଲେ, ପୂର୍ବ ଶତ୍ରୁତାରୁ ହତ୍ୟା ସନ୍ଦେହ

18/08/2020 at 11:10 AM

ଜି.ଉଦୟଗିରି ୧୮।୮: କନ୍ଧମାଳ ଜିଲ୍ଲା ଟିକାବାଲି ଥାନାର କୋଚିଲାଗଡଠାରେ ପୂର୍ବ ଶତ୍ରୁତାକୁ ନେଇ ଜଣେ ଯୁବକଙ୍କୁ ଏକ ଲୁହା ରଡରେ ପିଟି ପିଟି ହତ୍ୟା କରାଯାଇଥିବା ଅଭିଯୋଗ ହୋଇଛି । କୋଚିଲାଗଡ ଗ୍ରାମ ପାଖରେ ଅଜିତ ବିଶୋୟୀଙ୍କ ସହ ଚିତ ବିଶୋୟୀଙ୍କ ସହ ବଚସା ହୋଇଥିଲା । ଏଥିରେ ଉତକ୍ଷିପ୍ତ ହୋଇ ଅଜିତ ଓ ତାର ସହଯୋଗୀ ବାବୁଲା ବିଶୋୟୀ ମିଶି ଏକ ଲୁହା ରଡରେ ମୁଣ୍ଡକୁ ପିଟି ପିଟି ମାରିଦେଇଥିବାର ଜଣାପଡିଛି ।

ଏନେଇ ମୃତ ଅଜିତର ଦାଦା ବସନ୍ତ ବିଶୋୟୀ ଟିକାବାଲି ଥାନାରେ ଏକ ଲିଖିତ ଅଭିଯୋଗ କରିଛନ୍ତି । ଟିକାବାଲି ଥାନା ଅଧିକାରୀ ରେବତୀ ଶବର ଘଟଣାସ୍ଥଳରେ ପହଞ୍ଚି ଅଭିଯୁକ୍ତ ଚିତ ଓ ବାବୁଲା ବିଶୋୟୀକୁ ଗିରଫ କରିଛନ୍ତି ।

   Related Posts