Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ବହ୍ମପୁର : ବୋଲେରୋ ଧକ୍କାରେ ଜଣେ ମୃତ
  • ||
  • ଆଜିଠୁ ଅନିର୍ଦ୍ଦିଷ୍ଟ କାଳ ପାଇଁ ତାଳଚେରରେ ଅର୍ଥନୈତିକ ଆନ୍ଦୋଳନ, ସମସ୍ତ ଖଣିରୁ କୋଇଲା ଉତ୍ପାଦନ ସହ ପରିବହନ ବନ୍ଦ
  • ||
  • ନୂଆଦିଲ୍ଲୀ : ୩ ବର୍ଷରେ ପୂରା ହେବ ରାମ ମନ୍ଦିର ନିର୍ମାଣ
  • ||
  • ପୁଣି ନବୀନ ପଟ୍ଟନାୟକ ଏକ ନମ୍ବର, ଲୋକପ୍ରିୟ ମୁଖ୍ୟମନ୍ତ୍ରୀ ତାଲିକାର ଶୀର୍ଷରେ
  • ||
  • ଢେଙ୍କାନାଳ : କଳିଙ୍ଗ ଝୋଟ କାରଖାନାରେ ଅଘଟଣ, ମେସିନରେ ଚାପି ହୋଇ ଶ୍ରମିକ ମୃତ
  • ||
  • ଭଞ୍ଜନଗର : ଘରୋଇ କଳି ହେଲା କାଳ, ଦାଦାର ଛୁରାମାଡ଼଼ରେ ଝିଆରୀ ଆହତ
  • ||

ଯୁବକଙ୍କ ମୃତଦେହ ଉଦ୍ଧାର, ମୃତଦେହ ନିକଟରୁ ମିଳିଲା ସୁଇସାଇଡ୍ ନୋଟ୍‌

29/12/2020 at 12:36 PM

ଗଜପତି ୨୯।୧୨: ଗଜପତି ଜିଲ୍ଲା ପାରଳାଖେମୁଣ୍ଡି ଆରଏସଏସ ସଂସ୍କୃତି ଭବନ କାର୍ଯ୍ୟାଳୟରୁ ଜଣେ ଯୁବକଙ୍କ ମୃତଦେହ ଉଦ୍ଧାର ହୋଇଛି । ମୃତ ଯୁବକ ହେଉଛନ୍ତି ଶିବରାମ ଜାନି । ମୃତ ଯୁବକ ଜଣଙ୍କ ହେଉଛନ୍ତି ରାୟଗଡ ବ୍ଲକ୍ କରଡାସିଂ ଗ୍ରାମର ବୋଲି ଜଣାପଡିଛି । ମୃତଦେହ ନିକଟରୁ ସୁଇସାଇଡ୍ ନୋଟ୍ ଜବତ ହୋଇଛି । ନିଜ ଶାରୀରିକ ଅସୁସ୍ଥତା କାରଣରୁ ସେ ଆତ୍ମହତ୍ୟା କରିଥିବା ସୁଇସାଇଡ୍ ନୋଟ୍ ରେ ଉଲ୍ଲେଖ ରହିଛି । ପୋଲିସ ମୃତଦେହ ଉଦ୍ଧାର କରି ତଦନ୍ତ ଆରମ୍ଭ କରିଛି ।

   Related Posts