ଯୁବକଙ୍କ ମୃତଦେହ ଉଦ୍ଧାର, ମୃତଦେହ ନିକଟରୁ ମିଳିଲା ସୁଇସାଇଡ୍ ନୋଟ୍
29/12/2020 at 12:36 PM

ଗଜପତି ୨୯।୧୨: ଗଜପତି ଜିଲ୍ଲା ପାରଳାଖେମୁଣ୍ଡି ଆରଏସଏସ ସଂସ୍କୃତି ଭବନ କାର୍ଯ୍ୟାଳୟରୁ ଜଣେ ଯୁବକଙ୍କ ମୃତଦେହ ଉଦ୍ଧାର ହୋଇଛି । ମୃତ ଯୁବକ ହେଉଛନ୍ତି ଶିବରାମ ଜାନି । ମୃତ ଯୁବକ ଜଣଙ୍କ ହେଉଛନ୍ତି ରାୟଗଡ ବ୍ଲକ୍ କରଡାସିଂ ଗ୍ରାମର ବୋଲି ଜଣାପଡିଛି । ମୃତଦେହ ନିକଟରୁ ସୁଇସାଇଡ୍ ନୋଟ୍ ଜବତ ହୋଇଛି । ନିଜ ଶାରୀରିକ ଅସୁସ୍ଥତା କାରଣରୁ ସେ ଆତ୍ମହତ୍ୟା କରିଥିବା ସୁଇସାଇଡ୍ ନୋଟ୍ ରେ ଉଲ୍ଲେଖ ରହିଛି । ପୋଲିସ ମୃତଦେହ ଉଦ୍ଧାର କରି ତଦନ୍ତ ଆରମ୍ଭ କରିଛି ।
Related Posts
ବୋଲେରୋ ଧକ୍କାରେ ଜଣେ ମୃତ
25 January 2021
ଝାରସୁଗୁଡା: ଜିଲ୍ଲା ସ୍ତରୀୟ ଜାତୀୟ କନ୍ୟା ସନ୍ତାନ ଦିବସ ପାଳିତ
24 January 2021