Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ବାତ୍ୟା ‘ଜଓ୍ଵାଦ’ ପ୍ରଭାବ: ଆସନ୍ତାକାଲି ୧୯ ଜିଲ୍ଲାରେ ସ୍କୁଲ ଛୁଟି
  • ||
  • ରାଜଧାନୀ ଦିଲ୍ଲୀରେ ‘ଓମିକ୍ରନ’ ଆତଙ୍କ ! ବିଦେଶ ଫେରନ୍ତା ୧୨ ରୋଗୀ LNJPରେ ଭର୍ତ୍ତି
  • ||
  • ଦେଶରେ ୨୪ ଘଣ୍ଟାରେ ବାହାରିଲେ ୯ ହଜାରରୁ ଅଧିକ କରୋନା ପଜିଟିଭ୍, ୩୯୧ ମୃତ
  • ||
  • ଓ୍ୱାଙ୍ଖଡେ ଟେଷ୍ଟରେ ମୁହାଁମୁହିଁ ହେବେ ଭାରତ ଓ ନ୍ୟୁଜିଲାଣ୍ଡ : ଫେରିଲେ ବିରାଟ, ଦେଖିବାକୁ ମିଳିବ ରୋମାଞ୍ଚକର ଫାଇଟ୍
  • ||
  • ପାଟଣା ରେଞ୍ଜରେ ହାତୀ ଆତଙ୍କ, ନଷ୍ଟ କରୁଛନ୍ତି ପାଚିଲା ଧାନ
  • ||
  • ଓଡିଶାରେ ବିରଳ ଘଟଣା : ଯୁବକଙ୍କ ପେଟରୁ ବାହାରିଲା ଭ୍ରୂଣ, ୫ ଘଣ୍ଟାର ଅପରେସନ ପରେ ବାହାର କଲେ ଡାକ୍ତର
  • ||
  • ଚିନ୍ତା ବଢାଇଲା ଓମିକ୍ରନ, ଦକ୍ଷିଣ ଆଫ୍ରିକାରେ ଲକଡାଉନ୍: ଭାରତରେ ମଧ୍ୟ ସ୍ଥିତି ସାଂଘାତିକ
  • ||
  • ଓଡିଶାରେ ଘସି ହୋଇଯିବ ଜଓ୍ୱାଦ ! ଉପକୂଳରେ ପ୍ରବଳ ବର୍ଷା, ୯୦ କିମି ବେଗରେ ବହିବ ପବନ
  • ||
  • ଚୋରା କାରବାରରେ ନାବାଳକ : ନବମ ଶ୍ରେଣୀ ଛାତ୍ରଙ୍କ ବ୍ୟାଗରୁ ମିଳିଲା ୨ କେଜି ଅଫିମ
  • ||

ଷ୍ଟାଡିୟମ୍ ନିକଟରୁ ମିଳିଲା ଯୁବକଙ୍କ ମୃତଦେହ, ବୁଧବାର ସନ୍ଧ୍ୟାରୁ ଥିଲେ ନିଖୋଜ

28/10/2021 at 12:36 PM

ଜଗତସିଂହପୁର ୨୮।୧୦: ଜଗତସିଂହପୁର ନବକୃଷ୍ଣ ଚୌଧୁରୀ ଷ୍ଟାଡିୟମ ନିକଟରେ ଯୁବକଙ୍କ ମୃତଦେହ ଉଦ୍ଧାର ହୋଇଛି । ମୃତକ ଜଣଙ୍କ ହେଲେ କଣ୍ଟାବଲ୍ଲଭପୁର ଗ୍ରାମର ନଟବର ପଣ୍ଡାଙ୍କ ପୁଅ ସ୍ମୃତିରଞ୍ଜନ ପଣ୍ଡା । ସ୍ମୃତି ରଞ୍ଜନ ବୁଧବାର କୌଣସି ଏକ କେଶରେ ଜାମିନରେ ଆସିଥିଲେ ।

ଉଲ୍ଲେଖଯୋଗ୍ୟ ଯେ, ବୁଧବାର ସନ୍ଧ୍ୟାରୁ ଘରୁ ଯାଇ ଫେରିନଥିବା ବେଳେ ପରିବାର ଲୋକେ ଖୋଜାଖୋଜି କରିଥିଲେ । ମାତ୍ର ଗୁରୁବାର ସକାଳୁ ଗ୍ରାମର କିଛି ଲୋକ ମୃତଦେହ ଦେଖି ଗ୍ରାମବାସୀ ଓ ପରିବାରଙ୍କୁ ଖବର ଦେଇଥିଲେ । ଖବର ପାଇ ଘଟଣାସ୍ଥଳରେ ପୋଲିସ ପହଞ୍ଚି ମୃତଦେହ ଜବତ କରି ତଦନ୍ତ ଆରମ୍ଭ କରିଛି । ପରିବାର ଲୋକେ ହତ୍ୟା ଅଭିଯୋଗ ଆଣିଛନ୍ତି ।

   Related Posts