Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଗୋପାଳପୁର ବିଧାୟକ ପ୍ରଦୀପ ପାଣିଗ୍ରାହୀ ଗିରଫ
  • ||
  • ମିର୍ଜାପୁରରେ କଂଗ୍ରେସ ନେତା ଦିଗ୍‌ବିଜୟ ସିଂହଙ୍କ ବଡ଼ ବୟାନ, କହିଲେ- ପାକିସ୍ତାନ ଯିବାକୁ ଚାହୁଁଛି
  • ||
  • ରାଜନୀତିରେ ପ୍ରବେଶ କଲେ ସୁପରଷ୍ଟାର୍ ରଜନୀକାନ୍ତ
  • ||
  • ବଢିଲା LPG ସିଲିଣ୍ଡର ଦର ଏବେ ବିନା ସବସିଡି ଉପଭୋକ୍ତାଙ୍କୁ ଦେବାକୁ ପଡିବ ଅଧିକ ୫୦ଟଙ୍କା
  • ||
  • ସାଲେପୁର : ଆମ୍ବୁଲାନ୍ସକୁ ପିଟିଲା କାର୍, ଡ୍ରାଇଭର ଆହତ
  • ||
  • କଟକ : ସି-ସୋର ଘାଟରୁ ଅଜଣା ମୃତଦେହ ଉଦ୍ଧାର, ଭାସି ଆସିଥିବା ସନ୍ଦେହ
  • ||
  • ଚଣ୍ଡିଗଡ : ପଦ୍ମ ବିଭୂଷଣ ଫେରାଇଲେ ପଞ୍ଜାବର ପୂର୍ବତନ ମୁଖ୍ୟମନ୍ତ୍ରୀ ପ୍ରକାଶ ସିଂହ ବାଦଲ
  • ||
  • ନୂଆଦିଲ୍ଲୀ : ଅନଲାଇନ୍‌ରେ ହେବନାହିଁ CBSE ବୋର୍ଡ ପରୀକ୍ଷା, ପୂର୍ବଭଳି ପରୀକ୍ଷା ଦେବେ ଛାତ୍ରଛାତ୍ରୀ
  • ||
  • ଝାରସୁଗୁଡା : ବାପା ନା’ ରାକ୍ଷସ, ନିଶାଶକ୍ତ ଅବସ୍ଥାରେ ୧୧ ବର୍ଷର ଝିଅ ସହ କଲା ଦୁଷ୍କର୍ମ !
  • ||
  • କନ୍ଧମାଳ : ହଜିଗଲା ମା’ର ମମତା, ୪ ବର୍ଷ ଝିଅର ଗାଲ କାଟିଦେଲା ସାବତ ମା’ !
  • ||

ଯୁବକଙ୍କ ମୃତଦେହ ଉଦ୍ଧାର, ହତ୍ୟା ଅଭିଯୋଗ ଆଣିଲେ ପରିବାର ଲୋକ

3/11/2020 at 9:31 AM

ଖୋର୍ଦ୍ଧା ୩।୧୧: ଯୁବକଙ୍କୁ ହତ୍ୟା ଅଭିଯୋଗ । ଖୋର୍ଦ୍ଧା ଜିଲ୍ଲା ଜଙ୍କିଆ ଥାନା ଛଣଗିରି ଗାଁର ବିଦ୍ୟୁତ ସବଷ୍ଟେସନ ନିକଟରୁ ଜଣେ ଯୁବକଙ୍କ ମୃତଦେହ ଉଦ୍ଧାର ହୋଇଛି । ମୃତକ ଛଣଗିରି ଗ୍ରାମର ସେକ ସୁଲେମାନ । ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ହତ୍ୟାକାଣ୍ଡ ହୋଇଥିବା ସନ୍ଦେହ କରାଯାଉଛି ।

ଖବର ପାଇ ଘଟଣାସ୍ଥଳରେ ଜଙ୍କିଆ ପୋଲିସ ପହଞ୍ଚି ତଦନ୍ତ ଜାରି ରଖିଛି । ମୃତଦେହ ଉଦ୍ଧାର କରି ବ୍ୟବଚ୍ଛେଦ ପାଇଁ ମେଡିକାଲକୁ ପଠାଇଛି ପୋଲିସ । ମୃତକଙ୍କ ନାଁରେ ବିଭିନ୍ନ ଥାନାରେ ଏକାଧିକ ମାମଲା ଥିବା ଜଣାପଡିଛି । ଅଭିଯୋଗ ଆଧାରରେ ପୋଲିସ ଦୁଇ ଜଣଙ୍କୁ ଅଟକ ରଖି ପଚରାଉଚରା କରୁଥିବା ସୂଚନା ମିଳିଛି ।

   Related Posts