Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ୨୪ ଘଣ୍ଟାରେ ରାଜ୍ୟରେ ଚିହ୍ନଟ ହେଲେ ୧୦୫ କରୋନା ସଂକ୍ରମିତ, ୧୦୫୦୩୫୪ରେ ପହଞ୍ଚିଲା ସଂଖ୍ୟା
  • ||
  • ରାଜ୍ୟରେ ଆଉ ଜଣଙ୍କ ଜୀବନ ନେଲା କରୋନା, ମୃତ୍ୟୁସଂଖ୍ୟା ୮୪୨୩କୁ ବୃଦ୍ଧି
  • ||
  • ଦେଶରେ ୨୪ ଘଣ୍ଟାରେ ବାହାରିଲେ ୮ ହଜାରରୁ ଅଧିକ କରୋନା ପଜିଟିଭ୍, ୨୧୧ ମୃତ
  • ||
  • ଗୁଜୁରାଟରେ ଓମିକ୍ରନ ଗଞ୍ଜାମକୁ ବିପଦ : ବଢିବ ସଂକ୍ରମଣ ! ସତର୍କ କଲା ପ୍ରଶାସନ
  • ||
  • ଡ୍ରାଇଭରଙ୍କୁ ମାଗିଲେ ଲାଞ୍ଚ, ନଦେବାରୁ ଆକ୍ରମଣ କରି କଲେ ଲହୁଲୁହାଣ
  • ||
  • ଆଉ ବର୍ଷା ନାହିଁ, ବଦଳିବ ପାଗ : ୧୧ରୁ କମିଯିବ ଶୀତ
  • ||
  • ଆସୁଛନ୍ତି ପୁଟିନ : ମୋଦୀଙ୍କୁ ଭେଟିବେ, ବହୁ ଗୁରୁତ୍ୱପୂର୍ଣ୍ଣ ପ୍ରସଙ୍ଗ ଉପରେ ହେବ ଆଲୋଚନା
  • ||

ହାତ ଗୋଡ ବନ୍ଧା ଅବସ୍ଥାରେ ରାସ୍ତାରେ ପଡିଛି ଯୁବକଙ୍କ ମୃତଦେହ, ହତ୍ୟା ସନ୍ଦେହ

24/09/2020 at 10:12 AM

ନୂଆପଡା ୨୪।୯: ନୂଆପଡାରେ ଚାଞ୍ଚଲ୍ୟ । ହାତ ଗୋଡ ବନ୍ଧା ଅବସ୍ଥାରେ ରାସ୍ତାରେ ପଡିଛି ଯୁବକଙ୍କ ମୃତଦେହ । ନୂଆପଡା ଥାନା ଝିଲମିଲା-ରତିପାଲି ରାସ୍ତା ମଝିରେ ଏହି ମୃତଦେହ ପଡିୀଥିବା ଦେଖିବାକୁ ମିଲିଛି । ମୃତ ଯୁବକଙ୍କ ପରିଚୟ ମିଳିପାରିନାହିଁ । ଘଟଣାସ୍ଥଳରେ ନୂଆପଡା ପୋଲିସ ପହଞ୍ଚି ତଦନ୍ତ ଆରମ୍ଭ କରିଚି । ଯୁବକଙ୍କ ଶରୀରର ଅନେକ ସ୍ଥାନରେ କ୍ଷତ ଚିହ୍ନ ରହିଛି ।

ତେବେ ତାଙ୍କ ମୃତ୍ୟୁର ପ୍ରକୃତ କାରଣ ଜମାପଡିନଥିବା ବେଳେ ତାଙ୍କୁ କେହି ହତ୍ୟା କରି ଏପରି ଅବସ୍ଥାରେ ଏଠାରେ ଫିଙ୍ଗି ଦେଇଥିବା ଅନୁମାନ କରାଯାଉଛି । ଘଟଣାର ଅଧିକ ତଦନ୍ତ ଜାରି ରଖିଛି ପୋଲିସ ।

   Related Posts