Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ରାଜ୍ୟରେ ଆଉ ୩ ଜଣ ଜୀବନ ନେଲା କରୋନା, ମୃତ୍ୟୁସଂଖ୍ୟା ୮୪୦୬କୁ ବୃଦ୍ଧି
  • ||
  • ୨୪ ଘଣ୍ଟାରେ ରାଜ୍ୟରେ ଚିହ୍ନଟ ହେଲେ ୨୬୪ କରୋନା ସଂକ୍ରମିତ, ୧୦୪୮୪୯୨ରେ ପହଞ୍ଚିଲା ସଂଖ୍ୟା
  • ||
  • ଜରୁରୀକାଳିନ ପରିସ୍ଥିତି ଘୋଷଣା କଲେ ଗଭର୍ଣ୍ଣର : କରୋନା ସଂକ୍ରମଣ ବଢିବା ପରେ କଟକଣା କଡାକଡି
  • ||
  • ୧୮ କେଜିର ବଜ୍ରକାପ୍ତା ଉଦ୍ଧାର, ଡିଲ୍ ବେଳେ ଧରିଲା ବନ ବିଭାଗ
  • ||
  • ଦେଶରେ ୨୪ ଘଣ୍ଟାରେ ବାହାରିଲେ ୮ ହଜାରରୁ ଅଧିକ କରୋନା ପଜିଟିଭ୍, ୪୬୫ ମୃତ
  • ||
  • ଫସଲ ନଷ୍ଟ କରି ଫେରିଗଲେ ଝାଡଖଣ୍ଡୀ ହାତୀପଲ, କ୍ଷତିପୂରଣ ଦାବି କଲେ ଚାଷୀ
  • ||
  • ଫସଲ ନଷ୍ଟ କରି ଫେରିଗଲେ ଝାଡଖଣ୍ଡୀ ହାତୀପଲ, କ୍ଷତିପୂରଣ ଦାବି କଲେ ଚାଷୀ
  • ||
  • ଓଡିଶା ଉପକୂଳରେ ମାଡ ହେବ ବାତ୍ୟା ! ଡିସେମ୍ବର ୩ରୁ ୬ ଯାଏଁ ପ୍ରବଳ ବର୍ଷା
  • ||
  • ଟାଙ୍ଗୀ : ତାରିଣୀ ଦର୍ଶନ ସାରି ଫେରୁଥିଲେ, ଅଧାରାସ୍ତାରେ ଧକ୍କା ଦେଲା ଟ୍ରକ, ଚାଲିଗଲା ୩ ଜୀବନ
  • ||
  • ବିଏସକେଓ୍ୱାଇରେ ଯୋଡିହେବ କୋରାପୁଟ, ଭର୍ଚୁଆଲ ମାଧ୍ୟମରେ ସ୍ମାର୍ଟ କାର୍ଡ ବଣ୍ଟନ କରିବେ ମୁଖ୍ୟମନ୍ତ୍ରୀ
  • ||

ସମୁଦ୍ର କୂଳରେ ପଡିଛି ଯୁବକଙ୍କ ମୃତଦେହ, ମିଳିନି ପରିଚୟ

2/11/2021 at 11:04 AM

ସୋର ୨।୧୧: ସମୁଦ୍ର କୂଳରେ ପଡିଛି ଅଜଣା ଯୁବକଙ୍କ ମୃତଦେହ । ବାଲେଶ୍ବର ଜିଲ୍ଲା ଖନ୍ତାପଡା ଥାନା ଅଞ୍ଚଳରେ ଘଟିଛି ଏଭଳି ଅଭାବନୀୟ ଘଟଣା । ମୃତକଙ୍କ ପରିଚୟ ମିଳିନଥିବା ବେଳେ ଘଟଣାସ୍ଥଳରେ ପୋଲିସ ପହଞ୍ଚି ତଦନ୍ତ ଆରମ୍ଭ କରିଛି ।

ସୂଚନାଯୋଗ୍ୟ ଯେ, ବାଲେଶ୍ବର ଜିଲ୍ଲା ଖନ୍ତାପଡା ଥାନା କଳାମାଟିଆ ପାହିରେ ଅଜଣା ଯୁବକଙ୍କ ମୃତଦେହ ଭାସୁଥିବା ଦେଖିବାକୁ ମିଳିଛି । ମୃତଦେହ ଦେଖି ସ୍ଥାନୀୟ ଲୋକ ପୋଲିସକୁ ଖବର ଦେଇଥିଲେ । ଖନ୍ତାପଡା ପୋଲିସ ପହଞ୍ଚି ତଦନ୍ତ ଆରମ୍ଭ କରିଛି । ମୃତ ଯୁବକ ଜଣଙ୍କ ଚେକ୍ ହାଫ୍ ପ୍ୟାଣ୍ଟ ପିନ୍ଧିଥିବା ବେଳେ ଖାଲି ଦେହରେ ଅଛନ୍ତି ।

   Related Posts