Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଚୀନରେ ଦ୍ରୁତ ବେଗରେ ବ୍ୟାପିଲା କରୋନାର ଡେଲ୍‌ଟା ଭାରିଏଣ୍ଟ, ବେଜିଂ ସହ ୧୫ ସହରରେ ଆତଙ୍କ, ଉଡାଣ ବାତିଲ୍
  • ||
  • ରାଜ୍ୟରେ ସୁସ୍ଥ ହେଲେ ଆଉ ୧୮୪୧ କରୋନା ଆକ୍ରାନ୍ତ, ଖୋର୍ଦ୍ଧାରୁ ସର୍ବାଧିକ ୪୭୬ ଡିସଚାର୍ଜ
  • ||
  • ଲଦାଖରେ ଭାରତ-ଚୀନ ମଧ୍ୟରେ ଉତ୍ତେଜନା କେବେ ସମାପ୍ତ ହେବ ? ଡ୍ରାଗନ ସହ ୧୨ତମ ବୈଠକ ଆସନ୍ତାକାଲି
  • ||
  • ବାଂଶପାଳ : ଗାଁରେ ପଶି ଘର ଭାଙ୍ଗିଲା ଦନ୍ତା, କାନ୍ଥ ପଡି ସ୍ବାମୀ-ସ୍ତ୍ରୀ ଗୁରୁତର
  • ||
  • ରାଉରକେଲା : ଅଲୋଡା ହେଲା ନବଜାତ ଶିଶୁପୁତ୍ର, ଡଷ୍ଟବିନ୍‌ରୁ ଉଦ୍ଧାର
  • ||
  • ରାଇରଙ୍ଗପୁର : ଦୁଇ ବାଇକ୍ ମୁହାଁମୁହିଁ ଧକ୍କା, ରାସ୍ତା କଡକୁ ଛିଟିକି ପଡିଲେ ୨ ଚାଳକ : ମେଡିକାଲରେ ହେଲା ମୃତ୍ୟୁ
  • ||
  • କଟକ : ଦୁଷ୍କର୍ମକାରୀଙ୍କୁ ୧୦ବର୍ଷ ଜେଲ୍‌ ସହ ୧୦ହଜାର ଜରିମନା : ପୀଡିତାଙ୍କୁ ଦେବେ ୨ଲକ୍ଷ ଟଙ୍କାର କ୍ଷତିପୂରଣ
  • ||
  • ଭୁବନେଶ୍ବର : ଭିଜିଲାନ୍ସ ଜାଲରେ OSSC ସଦସ୍ୟଙ୍କ ପିଏସ୍ : ଜବତ ହେଲାଣି ନଗଦ ଲକ୍ଷାଧିକ ଟଙ୍କା ସହ ଫ୍ଲାଟ୍ ଆଉ ପ୍ଲଟ୍
  • ||
  • ରାୟଗଡା : ଆନ୍ଧ୍ରପ୍ରଦେଶ ଚିଙ୍ଗୁଡି ବନ୍ଧରେ ଅଘଟଣ : ବିଦ୍ୟୁତ ଆଘାତରେ ୬ ଓଡିଆ ଶ୍ରମିକଙ୍କ ମୃତ୍ୟୁ
  • ||
  • ଭୁବନେଶ୍ବର : ବଦଳିଲା ନିୟମ : ୬୩,୩୦୩ ପ୍ରାଥମିକ ଶିକ୍ଷକ ପାଇବେ ପଦୋନ୍ନତି, ରେସିଡେନ୍ସି ପିରିୟଡ୍ କମାଇଲେ ରାଜ୍ୟ ସରକାର
  • ||

ପରିତ୍ୟକ୍ତ ଖଣିରୁ ମିଳିଲା ବ୍ୟକ୍ତିଙ୍କ ମୃତଦେହ, ଗତକାଲି ରାତିରୁ ଫେରିନଥିଲେ ଘରକୁ

31/07/2020 at 12:51 PM

ସୋର ୩୧।୭: ପରିତ୍ୟକ୍ତ ଖଣିରୁ ମିଳିଲା ମୃତଦେହ । ଗୁରୁବାର ରାତିରେ ଗଡପୋଖରୀ ପଞ୍ଚାୟତ ବାରାଜୋଡି ଗ୍ରାମର ସନାତନ ମଲ୍ଲିକ ରାତିରେ କଙ୍କଡା ଧରିବା ପାଇଁ ଗାଁ ମୁଣ୍ଡରେ ଥିବା ଏକ ପରିତ୍ୟକ୍ତ ମହରମ ଖଣିକୁ ଆସିଥିଲେ । ସେଠାରେ ଗୋଡ ଖସିଯିବାରୁ ପାଣିରେ ବୁଡ଼ି ଯାଇଥିଲେ । ସନାତନ ଘରକୁ ଫେରିବା ବିଳମ୍ବ ଦେଖି ଘରଲୋକ ଖୋଜା ଖୋଜି କରିଥିଲେ । ଖୋଜା ଖୋଜି କରିବାର କିଛି ସମୟ ପରେ ଏକ ପରିତ୍ୟକ୍ତ ଖଣିରେ ଦେଖିବାକୁ ମିଳିଥିଲେ । ତାପରେ ସଙ୍ଗେ ସଙ୍ଗେ ଅଗ୍ନିଶମବାହିନୀକୁ ଖବର ଦେଇଥିଲେ ।

ଅଗ୍ନିଶମବାହିନୀ ପହଞ୍ଚି ତାଙ୍କୁ ଉଦ୍ଧାର କରିଥିଲେ । ସେତେବେଳକୁ ତାଙ୍କର ମୃତ୍ୟୁ ହୋଇସାରିଥିଲା । ପରେ ଖବର ପାଇ ଖଇରା ଥାନା ପୋଲିସ ଘଟଣାସ୍ଥଳରେ ପହଞ୍ଚି ଶବଟିକୁ ଜବତ କରି ବ୍ୟବଚ୍ଛେଦ ପାଇଁ ପଠାଇଛି । ଘଟଣାସ୍ଥଳରେ ସ୍ଥାନୀୟ ସରପଞ୍ଚ ଗଜେନ୍ଦ୍ର ପରିଡା ପହଞ୍ଚି ଅନୁକମ୍ପାମୂଳକ ୨ ହଜାର ଟଙ୍କା ପ୍ରଦାନ କରିଥିଲେ ।

   Related Posts