Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ରାଜ୍ୟରେ ଆଉ ୫ କରୋନା ସଂକ୍ରମିତ ପ୍ରାଣ ହରାଇଲେ, ୧୭୪୪ରେ ପହଞ୍ଚିଲା ମୃତକଙ୍କ ସଂଖ୍ୟା
  • ||
  • ରାଜ୍ୟରେ ଚିହ୍ନଟ ହେଲେ ୩୭୮ କରୋନା ସଂକ୍ରମିତ, ୩୧୯୧୦୩ରେ ପହଞ୍ଚିଲା ଆକ୍ରାନ୍ତଙ୍କ ସଂଖ୍ୟା
  • ||
  • ଭୂକମ୍ପରେ ଥରିଲା ଋଷ୍ ଏବଂ ଆର୍ଜେଣ୍ଟିନାରେ, ରିକ୍ଟର ସ୍କେଲରେ ୬.୪ ଓ ୬.୩ ତୀବ୍ରତା
  • ||
  • କରୋନା କବଳରୁ ବର୍ତ୍ତିବା ପାଇଁ ଶ୍ରୀଲଙ୍କା ଜେଲ୍‌ରେ କଏଦୀଙ୍କ ଭୟଙ୍କର ଦଙ୍ଗା : ୮ମୃତ
  • ||
  • ନୂଆଦିଲ୍ଲୀ : ସନ୍ଦୀପ କଟାରିଆ ହେଲେ ବାଟା ଗ୍ଲୋବାଲର ସିଇଓ, ପ୍ରଥମ ଭାରତୀୟ ଭାବେ ମିଳିଲା ଦାୟିତ୍ୱ
  • ||
  • ଲ୍ୟାଣ୍ଡମାଇନ୍ ବିସ୍ଫୋରଣରେ ଉଡିଲା ଟାଟା ସୁମୋ, ୨ ଗୁରୁତର
  • ||

ସାଇକେଲ୍‌ ଚୋରିକୁ କେନ୍ଦ୍ରକରି ହତ୍ୟାକାଣ୍ଡ : ଲୁହା ରଡ୍‌ରେ ଯୁବକଙ୍କୁ ପିଟିପିଟି ହତ୍ୟା

25/08/2019 at 2:01 PM

ସାନଖେମୁଣ୍ଡି ୨୫|୮:  ଲୁହା ରଡରେ ପିଟି ପିଟି ଯୁବକଙ୍କୁ ହତ୍ୟା କରାଯାଇଥିବା ଅଭିଯୋଗ ହୋଇଛି । ଗଞ୍ଜାମ ଜିଲ୍ଲା ଆସିକା ବଜରକୋଟ ଗାଁରେ ଘଟିଛି ହତ୍ୟାକାଣ୍ଡ । ସାଇକେଲ ଚୋରି ଘଟଣାକୁ କେନ୍ଦ୍ରକରି ହତ୍ୟାକାଣ୍ଡ ହୋଇଥିବା ଜଣାପଡିଛି । ମୃତକ ହେଲେ ଟୁକୁନା ନାହାକ । ଘଟଣାସ୍ଥଳରେ ଆସିକା ପୋଲିସ ପହଞ୍ଚି ମୃତଦେହ ଜବତ କରି ଶବ ବ୍ୟବଚ୍ଛେଦ ପାଇଁ ମେଡିକାଲକୁ ପଠାଇଛି । ଘଟଣାର ତଦନ୍ତ ଜାରି ରଖିଛି ପୋଲିସ ।

   Related Posts