Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ୨୪ ଘଣ୍ଟାରେ ରାଜ୍ୟରେ ଚିହ୍ନଟ ହେଲେ ୧୦୫ କରୋନା ସଂକ୍ରମିତ, ୧୦୫୦୩୫୪ରେ ପହଞ୍ଚିଲା ସଂଖ୍ୟା
  • ||
  • ରାଜ୍ୟରେ ଆଉ ଜଣଙ୍କ ଜୀବନ ନେଲା କରୋନା, ମୃତ୍ୟୁସଂଖ୍ୟା ୮୪୨୩କୁ ବୃଦ୍ଧି
  • ||
  • ଦେଶରେ ୨୪ ଘଣ୍ଟାରେ ବାହାରିଲେ ୮ ହଜାରରୁ ଅଧିକ କରୋନା ପଜିଟିଭ୍, ୨୧୧ ମୃତ
  • ||
  • ଗୁଜୁରାଟରେ ଓମିକ୍ରନ ଗଞ୍ଜାମକୁ ବିପଦ : ବଢିବ ସଂକ୍ରମଣ ! ସତର୍କ କଲା ପ୍ରଶାସନ
  • ||
  • ଡ୍ରାଇଭରଙ୍କୁ ମାଗିଲେ ଲାଞ୍ଚ, ନଦେବାରୁ ଆକ୍ରମଣ କରି କଲେ ଲହୁଲୁହାଣ
  • ||
  • ଆଉ ବର୍ଷା ନାହିଁ, ବଦଳିବ ପାଗ : ୧୧ରୁ କମିଯିବ ଶୀତ
  • ||
  • ଆସୁଛନ୍ତି ପୁଟିନ : ମୋଦୀଙ୍କୁ ଭେଟିବେ, ବହୁ ଗୁରୁତ୍ୱପୂର୍ଣ୍ଣ ପ୍ରସଙ୍ଗ ଉପରେ ହେବ ଆଲୋଚନା
  • ||

ପୋଖରୀକୁ ଗାଧୋଇବାକୁ ଯାଉଥିବାବେଳେ ଯୁବକଙ୍କୁ ହତ୍ୟା

19/05/2019 at 9:14 AM

ଗଞ୍ଜାମ ୧୯/୫: ଜଗନ୍ନ।ଥପ୍ରସାଦ ଥାନା ଅନ୍ତର୍ଗତ ଅଲ।ଡି ଗ୍ରାମର ଦୀନବନ୍ଧୁ ସ୍ବାଇଁ ନାମକ ଯୁବକ ଗତ ରାତିରେ ଗ୍ରାମ ନିକଟ ପୋଖରୀକୁ ଗାଧେଇବା ପାଇଁ ଯାଉଥିବାବେଳେ ତିନି ଜଣ ଦୁର୍ବୁତ ମୁଖା ପିନ୍ଧି ଦୀନବନ୍ଧୁଙ୍କୁ ଆକ୍ରମଣ କରିଥିଲେ। ଫଳରେ ସେ ଗୁରୁତର ହେବାରୁ ତାଙ୍କୁ ଜଗନ୍ନ।ଥ ପ୍ରସାଦ ମେଡ଼ିକାଲକୁ ଅଣା ଯାଇଥିଲା ।ସେଠାରେ ଡାକ୍ତର ମୃତ ଘୋଷଣା କରିଥିଲେ। ପୋଲିସ ଘଟଣାର ତଦନ୍ତ କରୁଛି।

   Related Posts