ରାଜଧାନୀରେ ଚାଞ୍ଚଲ୍ୟ : ପୂର୍ବଶତ୍ରୁତାକୁ କେନ୍ଦ୍ର କରି ବିଭତ୍ସ ହତ୍ୟା
28/10/2019 at 8:42 AM

ଭୁବନେଶ୍ବର ୨୮/୧୦: ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ଯୁବକଙ୍କୁ ବିଭତ୍ସ ହତ୍ୟା କରାଯାଇଛି । ଭୁବନେଶ୍ବର ସୁନ୍ଦରପଦା ଅଞ୍ଚଳରେ ଘଟିଛି ଏହି ହତ୍ୟାକାଣ୍ଡ।
ସଂଘବଦ୍ଧ ଭାବେ ବିଭିନ୍ନ ମାରଣାସ୍ତ୍ରରେ ହାଣି ଯୁବକଙ୍କୁ ହତ୍ୟା କରାଯାଇଛି । ମୃତକ ହେଲେ ଅମରେଶ ନାୟକ । ଗତକାଲି ବିଳମ୍ବିତ ରାତିରେ ରାଜଧାନୀ ଭୁବନେଶ୍ବରରେ ଦିୀପାବଳୀର ମାହୋଲ ଚାଲିଥିବା ବେଳେ ପ୍ରତିଶୋଧ ନେଇଛନ୍ତି କିଛି ବ୍ୟକ୍ତି।
Related Posts
କରୋନାରେ ଆକ୍ରାନ୍ତ ହେଲେ ପୂର୍ବତନ ବିଧାୟକ, ହସ୍ପିଟାଲରେ ଭର୍ତ୍ତି
20 April 2021