Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ନାକରେ ବୁଷ୍ଟର ଡୋଜ୍ ପରୀକ୍ଷଣକୁ ଡିସିଜିଆଇର ମଞ୍ଜୁରୀ, ଭାରତ ବାୟୋଟେକ୍ କରିବ କ୍ଲିନିକଲ ଟ୍ରାଏଲ
  • ||
  • ରାଜ୍ୟରେ ଆଉ ୧୦ ଜଣଙ୍କ ଜୀବନ ନେଲା କରୋନା, ମୃତ୍ୟୁ ସଂଖ୍ୟା ୮୫୬୦କୁ ବୃଦ୍ଧି
  • ||
  • ରାଜ୍ୟରେ କମୁଛି ସଂକ୍ରମଣ : ୨୪ ଘଣ୍ଟାରେ ଚିହ୍ନଟ ହେଲେ ୫୦୫୭ କୋଭିଡ୍ ପଜିଟିଭ୍, ୧୨୩୬୨୨୬ରେ ପହଞ୍ଚିଲା ସଂଖ୍ୟା
  • ||
  • ପାକିସ୍ତାନ: ବଲୁଚିସ୍ତାନ ଚେକ୍ ପୋଷ୍ଟ ଉପରେ ଆତଙ୍କୀ ହମଲା, ୧୦ ସୈନିକଙ୍କ ମୃତ୍ୟୁ
  • ||
  • ରାଉରକେଲା : ଭିଜିଲାନ୍ସ ଜାଲରେ ଲ୍ୟାମ୍ପ୍ସ ଏମ୍‌ଡି, ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଚଢାଉ
  • ||
  • ଭି. ଅନନ୍ତ ନାଗେଶ୍ୱରନ ହେବେ ଭାରତର ଆଗାମୀ ମୁଖ୍ୟ ଆର୍ଥିକ ପରାମର୍ଶଦାତା, ଅତିଶୀଘ୍ର ଘୋଷଣା କରିପାରନ୍ତି ସରକାର
  • ||
  • ସୋର : ଦେଶୀ ମଦ ଦୋକାନରେ ପଶି କର୍ମଚାରୀଙ୍କୁ କଟୁରୀରେ ହାଣିଲେ ଦୁର୍ବୃତ୍ତ, ଛଡାଇନେଲେ ୭୦ହଜାର ଟଙ୍କା
  • ||
  • କଣ୍ଟାବାଞ୍ଜି : ଚାଲାଣ ବେଳେ ୧୪ ଶ୍ରମିକ ଉଦ୍ଧାର, ଷ୍ଟେସନ ଯିବା ବାଟରେ ଧରିଲା ପୋଲିସ
  • ||
  • ରାଜ୍ୟରେ ୩ ଦିନ ଯାଏଁ ହାଡଭଙ୍ଗା ଶୀତ, ୬ ଜିଲ୍ଲା ବେଶୀ ଥରିବ
  • ||

ଯୁବକଙ୍କୁ ଠେଙ୍ଗାରେ ପିଟିପିଟି ହତ୍ୟା, ଅଭିଯୁକ୍ତ ଅଟକ

1/09/2019 at 10:39 AM

କଳାହାଣ୍ଡି ୧।୯: କଳାହାଣ୍ଡି ଜିଲ୍ଲା କେସିଙ୍ଗା ଥାନା କେରେଗୁଡା ଗାଁରେ ହତ୍ୟାକାଣ୍ଡ ହୋଇଛି । ଟଙ୍କା ନେଣଦେଣକୁ ନେଇ ହତ୍ୟାକାଣ୍ଡ ହୋଇଥିବା ଜଣାପଡିଛି । ଯୁବକଙ୍କୁ ଠେଙ୍ଗାରେ ପିଟିପିଟି ହତ୍ୟା କରିଛି ପଡୋଶୀ । ମୃତକ ହେଲେ କେରେଗୁଡା ଗାଁର ଶୁଖଦେବ ସା । ଅଭିଯୁକ୍ତ ବିଭୁତି ଦୁରିଆକୁ ଅଟକ ରଖି ପୋଲିସର ପଚରାଉଚରା କରୁଛି । ଘଟଣାର ତଦନ୍ତ ଜାରି ରଖିଛି ପୋଲିସ ।

   Related Posts