Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ପୂର୍ବ ଗୋଦାବରୀରେ ଭାରସାମ୍ୟ ହରାଇ ଓଲଟିଲା ଭ୍ୟାନ୍, ୬ ଜଣଙ୍କ ମୃତ୍ୟୁ
  • ||
  • ବୌଦ୍ଧ : ରାସ୍ତା ଉପରେ ପଡିଛି ଯୁବକଙ୍କ ମୃତଦେହ, ହତ୍ୟା ସନ୍ଦେହ
  • ||
  • ୩୧ରେ ଆଉ ଏକ ଲଘୁଚାପ ! ଉତ୍ତର ଓ ଉପକୂଳ ଓଡିଶାରେ ବର୍ଷା ସମ୍ଭାବନା
  • ||
  • ରାଉରକେଲା : ସ୍କର୍ପିଓ ଜାଳିଦେଲେ ଦୁର୍ବୃତ୍ତ, ଗାଡିରେ ଥିବା ୩ ଜଣଙ୍କୁ ନିସ୍ତୁକ ମାଡ
  • ||
  • ପରାଜୟ ଧାରା ଭାଙ୍ଗିଲା ଚେନ୍ନାଇ, ୬ ଓ୍ୱିକେଟରେ ହାରିଲା କୋଲକାତା ନାଇଟ ରାଇଡର୍ସ
  • ||

ରେଳ ଧାରଣାରେ କଟି ଯୁବକ ଗୁରୁତର , ମିଳିଲା ପରିଚୟ

16/11/2019 at 9:26 PM

ବ୍ରହ୍ମପୁର ୧୬।୧୧ – ବ୍ରହ୍ମପୁର ଜେଲ୍‌ ନିକଟରେ ଥିବା ରେଳ ଧାରଣରେ କଟି ଯୁବକ ଗୁରୁତର । ଗୁରୁତର ଯୁବକ ଜଣଙ୍କ ଗଞ୍ଜାମ ଜିଲ୍ଲା ସୋରଡା ଅଞ୍ଚଳର ଅନୀଲ୍‌ କୁମାର ସେଠୀ ବୋଲି ସୂଚନା ମିଳିଛି ।


ସ୍ଥାନୀୟ ଲୋକ ଅନୀଲ୍‌ଙ୍କୁ ଗୁରୁତର ଅବସ୍ଥାରେ ଉଦ୍ଧାର କରିଥିଲେ । ତାଙ୍କୁ ଚିକିତ୍ସା ପାଇଁ ବ୍ରହ୍ମପୁର ମେଡିକାଲ୍‌ରେ ଭର୍ତ୍ତି କରାଯାଇଛି ।

   Related Posts