Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ୨୪ ଘଣ୍ଟାରେ ରାଜ୍ୟରେ ଚିହ୍ନଟ ହେଲେ ୧୦୫ କରୋନା ସଂକ୍ରମିତ, ୧୦୫୦୩୫୪ରେ ପହଞ୍ଚିଲା ସଂଖ୍ୟା
  • ||
  • ରାଜ୍ୟରେ ଆଉ ଜଣଙ୍କ ଜୀବନ ନେଲା କରୋନା, ମୃତ୍ୟୁସଂଖ୍ୟା ୮୪୨୩କୁ ବୃଦ୍ଧି
  • ||
  • ଦେଶରେ ୨୪ ଘଣ୍ଟାରେ ବାହାରିଲେ ୮ ହଜାରରୁ ଅଧିକ କରୋନା ପଜିଟିଭ୍, ୨୧୧ ମୃତ
  • ||
  • ଗୁଜୁରାଟରେ ଓମିକ୍ରନ ଗଞ୍ଜାମକୁ ବିପଦ : ବଢିବ ସଂକ୍ରମଣ ! ସତର୍କ କଲା ପ୍ରଶାସନ
  • ||
  • ଡ୍ରାଇଭରଙ୍କୁ ମାଗିଲେ ଲାଞ୍ଚ, ନଦେବାରୁ ଆକ୍ରମଣ କରି କଲେ ଲହୁଲୁହାଣ
  • ||
  • ଆଉ ବର୍ଷା ନାହିଁ, ବଦଳିବ ପାଗ : ୧୧ରୁ କମିଯିବ ଶୀତ
  • ||
  • ଆସୁଛନ୍ତି ପୁଟିନ : ମୋଦୀଙ୍କୁ ଭେଟିବେ, ବହୁ ଗୁରୁତ୍ୱପୂର୍ଣ୍ଣ ପ୍ରସଙ୍ଗ ଉପରେ ହେବ ଆଲୋଚନା
  • ||

ଗୁଳିକାଣ୍ଡରେ ଯୁବକ ଆହତ

3/12/2019 at 8:40 PM

ନୟାଗଡ – ନୟାଗଡ ଇଟାମାଟିରେ ଗୁଳିକାଣ୍ଡ । ଗୁଳିକାଣ୍ଡରେ ଯୁବକ ଆହତ । ଆହତ ଯୁବକଙ୍କ ନାମ ଜନାର୍ଦ୍ଦନ ନାୟକ । ଜନାର୍ଦ୍ଦନଙ୍କୁ ଗୋଡରେ ଗୁଳି ବାଜିଛି । ଗୁରୁତର ଜନାର୍ଦ୍ଦନଙ୍କୁ ଚିକିତ୍ସା ପାଇଁ ଭର୍ତ୍ତି କରାଯାଇଛି ।

ପୁଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି । ତେବେ ଗୁଳି କାଣ୍ଡର କାରଣ ଅସ୍ପଷ୍ଟ ରହିଛି ।

   Related Posts