Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ରାଜନୀତିରେ ପ୍ରବେଶ କଲେ ସୁପରଷ୍ଟାର୍ ରଜନୀକାନ୍ତ
  • ||
  • ବଢିଲା LPG ସିଲିଣ୍ଡର ଦର ଏବେ ବିନା ସବସିଡି ଉପଭୋକ୍ତାଙ୍କୁ ଦେବାକୁ ପଡିବ ଅଧିକ ୫୦ଟଙ୍କା
  • ||
  • ସାଲେପୁର : ଆମ୍ବୁଲାନ୍ସକୁ ପିଟିଲା କାର୍, ଡ୍ରାଇଭର ଆହତ
  • ||
  • କଟକ : ସି-ସୋର ଘାଟରୁ ଅଜଣା ମୃତଦେହ ଉଦ୍ଧାର, ଭାସି ଆସିଥିବା ସନ୍ଦେହ
  • ||
  • ଚଣ୍ଡିଗଡ : ପଦ୍ମ ବିଭୂଷଣ ଫେରାଇଲେ ପଞ୍ଜାବର ପୂର୍ବତନ ମୁଖ୍ୟମନ୍ତ୍ରୀ ପ୍ରକାଶ ସିଂହ ବାଦଲ
  • ||
  • ନୂଆଦିଲ୍ଲୀ : ଅନଲାଇନ୍‌ରେ ହେବନାହିଁ CBSE ବୋର୍ଡ ପରୀକ୍ଷା, ପୂର୍ବଭଳି ପରୀକ୍ଷା ଦେବେ ଛାତ୍ରଛାତ୍ରୀ
  • ||
  • ଝାରସୁଗୁଡା : ବାପା ନା’ ରାକ୍ଷସ, ନିଶାଶକ୍ତ ଅବସ୍ଥାରେ ୧୧ ବର୍ଷର ଝିଅ ସହ କଲା ଦୁଷ୍କର୍ମ !
  • ||
  • କନ୍ଧମାଳ : ହଜିଗଲା ମା’ର ମମତା, ୪ ବର୍ଷ ଝିଅର ଗାଲ କାଟିଦେଲା ସାବତ ମା’ !
  • ||
  • ବଡବିଲ : ହାତୀ ଆକ୍ରମଣରେ ଚାଲିଗଲା ଜଣଙ୍କ ଜୀବନ, ଆତଙ୍କ ଖେଳାଇଛନ୍ତି ୧୧ଟିକିଆ ହାତୀ ପଲ
  • ||
  • ଓ୍ବାଶିଂଟନ୍ : ‘ପିଜ୍ଜା ହଟ୍’ର ଶୁଭାରମ୍ଭ କରିଥିବା ଫ୍ରାଙ୍କ୍ କାର୍ନିଙ୍କ ପରଲୋକ
  • ||

ପୂର୍ବ ଶତ୍ରୁତାରୁ ଯୁବକଙ୍କୁ ଭୁଜାଲି ମାଡ

29/05/2020 at 8:29 PM

ଭଦ୍ରକ, ୨୯|୦୫:  ଭଦ୍ରକ ସହରର ବାଉଦପୁର ଅଞ୍ଚଳରେ ପୂର୍ବଶତ୍ରୁତାକୁ କେନ୍ଦ୍ର କରି ଜଣେ ଯୁବକଙ୍କୁ ଭୁଜାଲି ମାଡ଼ ହୋଇଛି । ଯୁବକଙ୍କୁ ଗୁରୁତର ଅବସ୍ଥାରେ କଟକ ସ୍ଥାନାନ୍ତର କରାଯାଇଛି ।

ସୂଚନା ଅନୁଯାୟୀ, ବାଉଦପୁର ଅଞ୍ଚଳରେ ଦୁଇ ଯୁବକଙ୍କ ମଧ୍ୟରେ ପୂର୍ବରୁ ଶତ୍ରୁତା ରହିଥିଲା । ଶୁକ୍ରବାର ସନ୍ଧ୍ୟା ବେଳେ ଅପରେଶ ନାମକ ଯୁବକ ରାସ୍ତାରେ ଯାଉଥିବା ବେଳେ ହଠାତ ଅନ୍ୟ ଜଣେ ଯୁବକ ତାଙ୍କୁ ଭୁଜାଲିରେ ଆକ୍ରମଣ କରିଥିଲେ । ସ୍ଥାନୀୟ ଲୋକେ ପହଞ୍ଚି ଯୁବକଙ୍କୁ ଉଦ୍ଧାର କରିଥିଲେ । ପରେ ତାଙ୍କୁ ଗୁରୁତର ଅବସ୍ଥାରେ ଭଦ୍ରକ ମୁଖ୍ୟଡ଼ାକ୍ତରଖାନା ଭର୍ତ୍ତି କରିଥିଲେ । ସେଠାରେ ଅବସ୍ଥା ସଙ୍ଗୀନ ହେବାରୁ ତାଙ୍କୁ କଟକ ବଡ ମେଡିକାଲ କୁ ସ୍ଥାନାନ୍ତର କରାଯାଇଛି । ଯୁବକଙ୍କ ମୁଣ୍ଡ ଓ ହାତରେ ଶକ୍ତ ଆଘାତ ଲାଗିଛି ।

   Related Posts