Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ରାଜ୍ୟରେ ଆଉ ଜଣେ କରୋନା ସଂକ୍ରମିତ ପ୍ରାଣ ହରାଇଲେ, ୧୯୦୧ ଛୁଇଁଲା ମୃତକଙ୍କ ସଂଖ୍ୟା
  • ||
  • ରାଜ୍ୟରେ ଚିହ୍ନଟ ହେଲେ ଆଉ ୧୩୪ କୋଭିଡ୍ ସଂକ୍ରମିତ, ୩୩୩୪୪୪ରେ ପହଞ୍ଚିଲା ଆକ୍ରାନ୍ତଙ୍କ ସଂଖ୍ୟା
  • ||
  • ଲକ୍ଷ୍ନୌ : ଟ୍ରାକ୍‌ରୁ ଖସିଲା ଟ୍ରେନ୍‌, ଶହିଦ ଏକ୍ସପ୍ରେସ୍‌ର ୨ଟି ବଗି ଲାଇନ୍‌ଚ୍ୟୁତ
  • ||
  • କେନ୍ଦୁଝର : ସ୍ତ୍ରୀକୁ ପିଟିପିଟି ମାରିଦେଲା ସ୍ବାମୀ, ଅଭିଯୁକ୍ତ ଅଟକ
  • ||
  • ଖସୁଛି କରୋନା ଗ୍ରାଫ୍‌, ଦେଶରେ ଗତ ୨୪ଘଣ୍ଟାରେ ୧୩,୭୮୮ କୋଭିଡ଼ ସଂକ୍ରମିତ ଚିହ୍ନଟ
  • ||
  • ଭୁବନେଶ୍ୱର : ବିଶିଷ୍ଟ ଶ୍ରମିକ ନେତା ଲଳିତ ନାୟକଙ୍କ ପରଲୋକ
  • ||
  • କେନ୍ଦୁଗୁଡ଼ା ଘାଟିରେ ଓଲଟିଲା ଟୁରିଷ୍ଟ ବସ୍ : ଜଣେ ମୃତ , ୧୦ ରୁ ଅଧିକ ଆହତ
  • ||

ଗଛରେ ରଶି ଲଗାଇ ଯୁବକଙ୍କ ଆତ୍ମହତ୍ୟା, କାରଣ ଅସ୍ପଷ୍ଟ

25/09/2019 at 8:21 AM

ଜୟପୁର ୨୫।୯: ମନ୍ଦିର ସମ୍ମୁଖରେ ଥିବା ଗଛରେ ରଶି ଲଗାଇ ଯୁବକଙ୍କ ଆତ୍ମହତ୍ୟା । ଜୟପୁର ପୁରୁଣାଗଡ ଗଙ୍ଗା ମା’ ମନ୍ଦିର ନିକଟରେ ଘଟିଛି ଘଟଣା । ମୃତ ଯୁବକ ହେଲେ ପୁରୁଣାଗଡର ରାମେଶ୍ବର କାଦମବାଲ ।

ତେବେ ମୃତ୍ୟୁର କାରଣ ଅସ୍ପଷ୍ଟ ରହିଛି । କୌଣସି କଥାକୁ ନେଇ ଗତକାଲି ରାତିରେ ପରିବାର ଲୋକଙ୍କ ସହ ହୋଇଥିଲା ବଚସା ।

   Related Posts