Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ବାତ୍ୟା ଅପ୍‌ଡେଟ୍‌: ସାମ୍ଭାବ୍ୟ ବାତ୍ୟାକୁ ଦୃଷ୍ଟିରେ ରଖି ବାତିଲ୍‌ ହେଲା ଟ୍ରେନ୍‌
  • ||
  • ଶେଷରେ ରଦ୍ଦ ହେଲା ତିନି କୃଷି ଆଇନ, ବିଧେୟକ ଉପରେ ମୋହର ମାରିଲେ ରାଷ୍ଟ୍ରପତି ରାମନାଥ କୋବିନ୍ଦ
  • ||
  • ପଞ୍ଜାବ ନିର୍ବାଚନ ପୂର୍ବରୁ ବିଜେପିକୁ ବଡ଼ ସଫଳତା, ପଦ୍ମ ଧରିଲେ ଶିରୋମଣି ଅକାଳି ଦଳର ମନଜିନ୍ଦର ସିଂହ
  • ||
  • ନୂଆ କୋଭିଡ୍‌ ଭାରିଆଣ୍ଟକୁ ନେଇ ସଚେତନ ରହିବାକୁ ଅପିଲ୍‌ କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ
  • ||
  • ଜୁନିୟର ହକି ବିିଶ୍ୱକପ୍‌: ସେମିରେ ପ୍ରବେଶ କଲା ଫ୍ରାନ୍ସ
  • ||
  • ବଙ୍ଗୋମୁଣ୍ଡା ଆଇଆଇସିଙ୍କୁ କୋର୍ଟ ଚାଲାଣ କଲା ଭିଜିଲାନ୍ସ
  • ||
  • ଖଣ୍ଡପଡା : କଲେଜ ସମ୍ମୁଖରୁ ୨ ଛାତ୍ରୀଙ୍କୁ ଉଠାଇନେଲେ ଦୁର୍ବୃତ୍ତ, ପ୍ରତିବାଦରେ ଛାତ୍ରଛାତ୍ରୀଙ୍କ ରାସ୍ତାରୋକ
  • ||
  • ଭୁବନେଶ୍ବର : ୪ କୋଚ୍‌ଙ୍କୁ ବାଧ୍ୟତାମୂଳକ ଅବସର, ଅପାରଗତା ଓ ଦାୟିତ୍ବରେ ଅବହେଳା ପାଇଁ କାର୍ଯ୍ୟାନୁଷ୍ଠାନ
  • ||
  • ଗ୍ରାହକଙ୍କୁ ପୁଣି ମହଙ୍ଗା ମାଡ, ସିଲିଣ୍ଡର ପିଛା ୧୦୦ ଟଙ୍କା ବଢିଲା
  • ||
  • ସାନଖେମୁଣ୍ଡି : ବିଲରେ ପଡିଛି ନରକଙ୍କାଳ, ଧାନ କାଟିବା ବେଳେ ଦେଖିଲେ ଲୋକେ
  • ||

ଜିଲ୍ଲା ପରିଷଦ ସଭାପତି ସଂରକ୍ଷଣ ଚିଠା ତାଲିକା ପ୍ରକାଶ : ମହିଳାମାନଙ୍କ ପାଇଁ ୫୦% ସଂରକ୍ଷିତ

16/10/2021 at 4:03 PM

ଭୁବନେଶ୍ବର ୧୬।୧୦: ପ୍ରକାଶ ପାଇଲା ଜିଲ୍ଲା ପରିଷଦ ସଭାପତି ସଂରକ୍ଷଣ ଚିଠା ତାଲିକା । ଅନୁସୂଚିତ ଜାତି ପାଇଁ ୪ ଜିଲ୍ଲା ସଂରକ୍ଷିତ ରହିଛି । ସେହିପରି ୧୫ ଜିଲ୍ଲାର ଜିଲ୍ଲା ସଭାପତି ପଦ ଅଣ ସଂରକ୍ଷିତ । ମହିଳାମାନଙ୍କ ପାଇଁ ୫୦ ପ୍ରତିଶତ ସଂରକ୍ଷିତ ରହିଛି ।

ସେହିଭଳି ଅନୁସୂଚିତ ଜନଜାତି ପାଇଁ ୧୦ ଜିଲ୍ଲା ସଂରକ୍ଷିତ ରହିଛି । ୪ ଜିଲ୍ଲାର ଆସନ ପଛୁଆ ବର୍ଗ ପାଇଁ ସଂରକ୍ଷିତ ରହିଛି । ଅନୁଗୋଳ, କେନ୍ଦୁଝର, ଖୋର୍ଦ୍ଧା ଓ ଗଜପତି ଜିଲ୍ଲା ପଛୁଆ ବର୍ଗଙ୍କ ପାଇଁ ସଂରକ୍ଷିତ ଅଛି ।

   Related Posts