Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଭୁବନେଶ୍ବର : ‘ପରୀକ୍ଷା ଦର୍ପଣ’ ପୁସ୍ତକ ଉନ୍ମୋଚିତ, ମାଟ୍ରିକ୍ ପରୀକ୍ଷାର୍ଥୀ ହେବେ ଉପକୃତ
  • ||
  • ରାଜ୍ୟରେ ଚିହ୍ନଟ ହେଲେ ଆଉ ୧୩୮ କୋଭିଡ୍ ପଜିଟିଭ୍‌, ୩୩୪୬୬୭ରେ ପହଞ୍ଚିଲା ଆକ୍ରାନ୍ତଙ୍କ ସଂଖ୍ୟା
  • ||
  • ଜି.ଉଦୟଗିରି : ବାଇକ୍-ଅଟୋ ମୁହାଁମୁହିଁ ଧକ୍କା : ଜଣେ ମୃତ, ତିନି ଗୁରୁତର
  • ||
  • ଭୁବନେଶ୍ବର : ଭିଜିଲାନ୍ସ ଜାଲରେ ଭୁବନେଶ୍ବର ବ୍ଲକ୍ କନିଷ୍ଠ ଯନ୍ତ୍ରୀ ଶୁଭେନ୍ଦୁ କୁମାର ପ୍ରଧାନ, ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଚଢାଉ
  • ||
  • ଦିଲ୍ଲୀ ପୋଲିସର ଆକ୍ସନ : ଟ୍ରାକ୍ଟର ରାଲି ବେଳେ ହିଂସା ପରେ ୨୨ଟି ମାମଲା ରୁଜୁ
  • ||
  • ଭୁବନେଶ୍ବର : ଅଟୋକୁ ଧକ୍କା ଦେଲା କାର୍, ୪ ଗୁରୁତର
  • ||
  • ଘଟଗାଁ : ରାତିରେ ଘରକୁ ଫେରିବା ବେଳେ ଭାଲୁ ଆକ୍ରମଣ, ଜଣେ ଗୁରୁତର
  • ||
  • ଆଜିଠୁ ଶ୍ରୀମନ୍ଦିର ସେବାୟତଙ୍କ ପୁଣି କୋଭିଡ୍ ଟେଷ୍ଟ, ପ୍ରତିଦିନ ୫୦ ସେବାୟତଙ୍କ ହେବ ଆର୍‌ଟିପିସିଆର୍
  • ||
  • ଆଜିଠୁ ପୁଣି ଟିକାକରଣ, ଭାକ୍‌ସିନ୍‌ ନେବେ ବଳକା ୧ ଲକ୍ଷ ୭୩ ହଜାର ୬୩୬ ସ୍ବାସ୍ଥ୍ଯକର୍ମୀ
  • ||

ବଜାରକୁ ଆସିଲା ଜିଓଫାଇ ପ୍ଲାଏ ଓ ଲାମିନେଟ୍‌ସ

25/11/2020 at 5:39 PM

ଭୁବନେଶ୍ୱର,୨୪ା୧୧: ହୋଟେଲ୍‌ ଜଙ୍ଗଲ କ୍ୟାମ୍ପ ଇନ୍‌, ପୁରୀରେ ରଶ୍ମିତା ଇଣ୍ଡଷ୍ଟ୍ରିଜ୍‌ ପ୍ରାଇଭେଟ୍‌ ଲିମିଟେଡ୍‌ର ନିଜସ୍ୱ ଉତ୍ପାଦ ଜିଓଫାଇ ପ୍ଲାଏ ଓ ଲାମିନେଟ୍‌ସର ବଜାର ପ୍ରବେଶ କରାଯାଇଛି ।

କାର୍ଯ୍ୟକ୍ରମରେ ମୁଖ୍ୟଅତିଥି ଭାବେ ଯୋଗ ଦେଇଥିଲେ ଶ୍ରୀମୟ କର । ଅନ୍ୟମାନଙ୍କ ମଧ୍ୟରେ ରଶ୍ମିତା ଇଣ୍ଡଷ୍ଟ୍ରିଜ୍‌ ପ୍ରାଇଭେଟ୍‌ ଲିମିଟେଡ୍‌ର ନିର୍ଦ୍ଦେଶକ ଜ୍ୟୋତି ରଞ୍ଜନ ଷଡ଼ଙ୍ଗୀ ଓ ସୁବ୍ରତ କୁମାର ଶତପଥୀ ଉପସ୍ଥିତ ଥିଲେ ।

କମ୍ପାନି ଓଡ଼ିଶା ବଜାରରେ ଭଲ ବ୍ୟବସାୟ କରିବା ପାଇଁ ଆଶା ରଖିଛି । ଏହି କାର୍ଯ୍ୟକ୍ରମରେ ସାରା ଓଡ଼ିଶାର ସମସ୍ତ ବିତରକ ଯୋଗ ଦେଇଥିଲେ ।

   Related Posts