vridhi excotica
ori homes
vridhi excotica
previous arrow
next arrow

Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ପୂର୍ବ ୟୁକ୍ରେନରେ ଋଷର ଘନଘନ ଆକ୍ରମଣ, ଲୁହାଂସ୍କକୁ କବଜା କଲା ପୁଟିନ ସେନା
  • ||
  • ସେୟାର ବଜାରରେ ଉତ୍ସାହ : ଆରମ୍ଭରୁ ସବୁଜ ରଙ୍ଗରେ ଖୋଲିଲା ସେନସେକ୍ସ ଓ ନିଫ୍ଟି
  • ||
  • ‘ଶିବସେନାକୁ ଶେଷ କରିବାକୁ ଚାହୁଁଚି ବିଜେପି’ : ଗୁରୁତର ଅଭିଯୋଗ ଆଣିଲେ ଉଦ୍ଧବ
  • ||
  • କାହିଁକି ମ୍ୟାଚରେ ପଛେଇଗଲା ଭାରତ ? କାରଣ କହିଲେ ବ୍ୟାଟିଂ କୋଚ୍
  • ||
  • ଭୂମିକମ୍ପରେ ଥରିଲା ଆଣ୍ଡାମାନ-ନିକୋବର, ରିକ୍ଟର ସ୍କେଲରେ ତୀବ୍ରତା ୫.୦
  • ||
  • ଲଘୁଚାପ ପ୍ରଭାବରେ ୪ ଦିନ ପ୍ରବଳ ବର୍ଷା, ଅଧିକ ଭିଜିବ ଏହି ସବୁ ଜିଲ୍ଲା
  • ||
  • ବୁମରାହଙ୍କ ପଡିଆ ଛାଡିବା ଟିମ୍‌କୁ ପଡିଲା ମହଙ୍ଗା, ଦୁଇଟି ରିଭ୍ୟୁ ବରବାଦ କଲେ ପନ୍ତ
  • ||

ଆସନ୍ତା ୨୫ ତାରିଖରେ ସବୁ ଘରୋଇ ହସ୍ପିଟାଲ୍ ବନ୍ଦ ରହିବ

23/05/2018 at 9:11 PM

ଆସନ୍ତା ୨୫ ତାରିଖରେ ସବୁ ଘରୋଇ ହସ୍ପିଟାଲ୍ ବନ୍ଦ ରହିବ । ପାଥୋଲୋଜି, ରେଡିଓଲୋଜି, ଡେଣ୍ଟାଲ୍ ଓ ଫିଜିଓଥେରୋପି ସେଣ୍ଟରରେ ମଧ୍ୟ ରୋଗୀ ସେବା ମିଳିବନାହିଁ । ସରକାର ହସ୍ପିଟାଲ ପାଇଁ ନୂଆଁ ଲାଇସେନ୍ସ୍ ଦେଉନାହାଁନ୍ତି । ପଞ୍ଜିକରଣର ନବିକରଣବି କରୁନାହାନ୍ତି । ବାରମ୍ୱାର ଅଭିଯୋଗ ସତ୍ତ୍ୱେ ସରକାର କୌଣସି ପଦକ୍ଷେପ ନେଉନାହାନ୍ତି। ତେଣୁ ହସ୍ପିଟାଲ ବନ୍ଦ କରିବାକୁ ନିଷ୍ପତ୍ତି ନିଆଯାଇଥିବା ଅଲ୍ ଓଡ଼ିଶା ପ୍ରାଇଭେଟ୍ ମେଡିକାଲ ଏଷ୍ଟାବ୍ଲିସମେଣ୍ଟ୍ ଫୋରମ୍ ପକ୍ଷରୁ ସୂଚନା ଦିଆଯାଇଛି ।

Leave a Reply

   Related Posts