oroinfra
maganna
anutap
FileReOpen
TASTEtheBEST
EVOS_WebBanner_728X90
oroinfra
ChampionMaganna_WebBanner_728X90
Anutap_WebBanner_728X90
FileReOpen_WebBanner_728X90
TASTEtheBEST_WebBanner_728X90
EVOS_WebBanner_728X90
previous arrow
next arrow

Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଇରାନ ବିମାନରେ ବୋମା ଆତଙ୍କ ପରେ ହାଇଆଲର୍ଟ, ଦିଲ୍ଲୀରେ ଅବତରଣ ଲାଗି ମିଳିଲାନି ଅନୁମତି
  • ||
  • ନଭେମ୍ବର ୩ରେ ଧାମନଗର ଉପନିର୍ବାଚନ, ଅକ୍ଟୋବର ୭ରେ ପ୍ରକାଶ ପାଇବ ବିଜ୍ଞପ୍ତି
  • ||
  • ଉତ୍ତରପ୍ରଦେଶ: ଦୁର୍ଗାପୂଜା ପେଣ୍ଡାଲରେ ଲାଗିଲା ନିଆଁ, ୫ ମୃତ ଓ ଅନେକ ଗୁରୁତର
  • ||
  • ରାଜ୍ୟରେ ଉପର ତଳ ଦୈନିକ ସଂକ୍ରମଣ, ୨୪ ଘଣ୍ଟାରେ ଚିହ୍ନଟ ହେଲେ ୬୭ କୋଭିଡ୍ ପଜିଟିଭ୍
  • ||
  • ଭୁବନେଶ୍ୱର: ମଣ୍ଡପରେ ପୂଜା ପାଉଛନ୍ତି ଦୁର୍ଗତିନାଶିନୀ, ପୀଠରେ ମହାନବମୀ ପୂଜା
  • ||
  • ଭୁବନେଶ୍ୱର : ସୋମବାରଠୁ ପ୍ରବଳ ବର୍ଷା, ୮ ପରେ ପୁଣି ଏକ ଘୂର୍ଣ୍ଣିବଳୟ
  • ||
  • ବରଗଡ଼ : ପଦ୍ମପୁର ବିଧାୟକଙ୍କ ପରଲୋକ, ୬୪ ବର୍ଷରେ ଆଖିବୁଜିଲେ ବିଜୟ ରଞ୍ଜନ ସିଂ ବରିହା
  • ||

ଉପରାଷ୍ଟ୍ରପତି ନିର୍ବାଚନ ଫଳାଫଳ ଘୋଷଣା ପରେ ଜଗଦୀପଙ୍କୁ ଭେଟିଲେ ମୋଦୀ; ବିଜୟ ପାଇଁ ଜଣାଇଲେ ଶୁଭେଚ୍ଛା

6/08/2022 at 11:47 PM

ନୂଆଦିଲ୍ଲୀ ୦୬/୦୮: ଉପରାଷ୍ଟ୍ରପତି ନିର୍ବାଚନରେ ଜଗଦୀପ ଧନକଡ଼ ଜିତିବା ପରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ତାଙ୍କୁ ଶୁଭେଚ୍ଛା ଜଣାଇଛନ୍ତି। ଶନିବାର ହୋଇଥିବା ଉପରାଷ୍ଟ୍ରପତି ନିର୍ବାଚନରେ ଏନଡିଏ ସମର୍ଥିତ ପ୍ରାର୍ଥୀ ଜଗଦୀପ ଧନକଡ଼ଙ୍କୁ ବିଜୟୀ ଘୋଷଣା କରାଯାଇଛି। ସେ ମିଳିତ ବିରୋଧି ଦଳର ପ୍ରାର୍ଥୀ ମାର୍ଗାରେଟ ଆଲଭାଙ୍କୁ ହରାଇଛନ୍ତି। ଧନକଡ଼ଙ୍କୁ ମୋଟ ୫୨୮ଟି ଭୋଟ ମିଳିଥିବା ବେଳେ ମାର୍ଗାରେଟ ଆଲଭା ମାତ୍ର ୧୮୨ ଖଣ୍ଡ ଭୋଟ ପାଇଛନ୍ତି। ଅନ୍ୟପଟେ ଏହି ନିର୍ବାଚନରେ ୧୫ଟି ଭୋଟକୁ ନାକଚ କରାଯାଇଛି।

ଫଟୋ ସୌଜନ୍ୟ:~ ANI

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଉପରାଷ୍ଟ୍ରପତି ନିର୍ବାଚନରେ ଏନଡିଏ ପ୍ରାର୍ଥୀ ଜଗଦୀପ ଧନକଡ଼ଙ୍କୁ ଶୁଭେଚ୍ଛା ଜଣାଛନ୍ତି।

ଫଟୋ ସୌଜନ୍ୟ:~ ANI

ଏନଡିଏ ପକ୍ଷରୁ ଆଶାୟୀ ପ୍ରାର୍ଥୀ ଜଗଦୀପ ଧନକଡ଼ଙ୍କୁ ଉପରାଷ୍ଟ୍ରପତି ନିର୍ବାଚନରେ ବିଜୟୀ ଭାବେ ଘୋଷଣା କରାଯାଇଛି। ଜଗଦୀପ ୫୨୮ଟି ଭୋଟ୍‌ ହାତେଇଥିବା ବେଳେ ଆଲଭା ମାତ୍ର ୧୮୨ଟି ଭୋଟ୍‌ରେ ସନ୍ତୁଷ୍ଟ ହୋଇଛନ୍ତି।

ଫଟୋ ସୌଜନ୍ୟ:~ ANI

ଉପରାଷ୍ଟ୍ରପତି ନିର୍ବାଚନ ଫଳାଫଳ ଘୋଷଣା ହେବା ପରେ ପ୍ରଧାନମନ୍ତ୍ରୀ ଜଗଦୀପଙ୍କୁ ସାକ୍ଷାତ କରିବା ପାଇଁ ପହଞ୍ଚିଥିଲେ ଓ ତାଙ୍କୁ ଅଭିନନ୍ଦନ ଜଣାଇଥିଲେ।

   Related Posts