Showcase2022
Showcase2022
previous arrow
next arrow

Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଭଦ୍ରକ: ଲାଞ୍ଚ ନେଇ ନିଲମ୍ୱିତ ହେଲେ ରାଜସ୍ୱ ନିରୀକ୍ଷକ, କହିଥିଲେ ମୋ ମୁଣ୍ଡର ଦାମ୍‌ କଣ ୨୦୦ ଟଙ୍କା ?
  • ||
  • ବାରିପଦା:ସରକାରୀ ବସଷ୍ଟାଣ୍ଡ ସମ୍ମୁଖରେ ଭୟାବହ ଅଗ୍ନିକାଣ୍ଡ, ୪ ଦୋକାନ ଓ ହୋଟେଲ ଭସ୍ମୀଭୂତ
  • ||

କଂଗ୍ରେସକୁ ଝଟ୍‌କା, ଦଳର ସମ୍ପାଦକ ପଦରୁ ଦେଲେ ଇସ୍ତଫା

30/06/2022 at 11:16 AM

କଟକ ୩୦।୦୬ : କଂଗ୍ରେସକୁ ଝଟ୍‌କା । ଦଳର ସମ୍ପାଦକ ପଦରୁ ଇସ୍ତଫା ଦେଲେ ମହମ୍ମଦ ମୋକିମ୍ । ବାରବାଟୀ-କଟକ ବିଧାୟକ ଅଛନ୍ତି ମହମ୍ମଦ ମୋକିମ୍ ।

ତେବେ ଇସ୍ତଫା ଦେବା ପରେ ମହମ୍ମଦ ମୋକିମଙ୍କ କହିଛନ୍ତି ଯେ, ଏହା ଦଳର ଆଭ୍ୟନ୍ତରୀଣ ବିଷୟ, । ଦଳରେ ଆଲୋଚନା ହେବା ଉଚିତ୍ । ଏନେଇ ଗଣମାଧ୍ୟମରେ ଚର୍ଚ୍ଚା ହେବା ଠିକ୍ ନୁହେଁ । କଂଗ୍ରେସ ଛାଡି ବିଜେଡିରେ ମିଶିବା ପ୍ରସଙ୍ଗକୁ ଏଡାଇ ଗଲେ ମୋକିମ୍ ।

   Related Posts