oroinfra
maganna
anutap
FileReOpen
TASTEtheBEST
EVOS_WebBanner_728X90
oroinfra
ChampionMaganna_WebBanner_728X90
Anutap_WebBanner_728X90
FileReOpen_WebBanner_728X90
TASTEtheBEST_WebBanner_728X90
EVOS_WebBanner_728X90
previous arrow
next arrow

Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ରାଜ୍ୟରେ ଉପର ତଳ ଦୈନିକ ସଂକ୍ରମଣ, ୨୪ ଘଣ୍ଟାରେ ଚିହ୍ନଟ ହେଲେ ୧୮୦ କୋଭିଡ୍ ପଜିଟିଭ୍
  • ||
  • ଭୁବନେଶ୍ୱର : ଭିଜିଲାନ୍ସ ଜାଲରେ IDCO ସହକାରୀ ନିର୍ଦ୍ଦେଶକ, ଏକାସାଙ୍ଗେ ୭ଟି ସ୍ଥାନରେ ଚାଲିଛି ଚଢାଉ
  • ||
  • ମୁମ୍ବାଇ : ଏକତା କପୁରଙ୍କ ବଢିଲା ଅଡୁଆ, ଗିରଫ ୱାରେଣ୍ଟ ଜାରି କଲେ ବିହାର କୋର୍ଟ
  • ||
  • ଭୁବନେଶ୍ୱର : ଗୁରୁବାରଠୁ ରାଜ୍ୟରେ ବର୍ଷା, ୧୪ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ
  • ||

କଳାହାଣ୍ଡି କେସିଙ୍ଗା ଥାନା ତୁଣ୍ଡଲା ଗାଁରେ ଯୁବକଙ୍କୁ ହତ୍ୟା

22/05/2018 at 5:24 AM

କଳାହାଣ୍ଡି କେସିଙ୍ଗା ଥାନା ତୁଣ୍ଡଲା ଗାଁରେ ଯୁବକଙ୍କୁ ହତ୍ୟା । ମୃତକ ୨୮ ବର୍ଷୀୟା ଦୁର୍ଗେସ ପ୍ରଧାନ । ତାଙ୍କ ମୁଣ୍ଡକୁ ଛେଚି ହତ୍ୟା କରାଯାଇଥିବାବେଳେ ମୃତଦେହ ବିଲରୁ ଉଦ୍ଧାର ହୋଇଛି । ମୃତଦେହ ନିକଟରୁ ତାଙ୍କ ମୋଟର ସାଇକେଲ ଓ କିଛି ମଦ ବୋତଲ ଜବତ ହୋଇଛି । ଘଟଣାସ୍ଥଳରେ ପୋଲିସ ପହଞ୍ଚି ମୃତଦେହ ଜବତ କରି ତଦନ୍ତ ଆରମ୍ଭ କରିଛି । ହତ୍ୟାକାଣ୍ଡରେ ଏକାଧିକ ଲୋକ ସଂପୃକ୍ତ ଥିବା ସନ୍ଦେହରେ ଛାନଭିନ ଜାରି ରଖିଛି ପୋଲିସ ।

Leave a Reply

   Related Posts