vridhi excotica
star kirano
ori homes
vridhi excotica
star kirano
previous arrow
next arrow

Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଟେନିସକୁ ଅଲବିଦା କହିଥାନ୍ତେ ରାଫେଲ ନାଦାଲ ! କିନ୍ତୁ…
  • ||
  • ଖୋର୍ଦ୍ଧା : ରାସ୍ତାକଡ଼କୁ ଖସିଲା ‘ଲିଙ୍ଗରାଜ’, ବସ୍‌ରେ ଥିଲେ ୨୦ରୁ ଅଧିକ ଯାତ୍ରୀ…
  • ||
  • ରାଜ୍ୟରେ ବଢୁଛି କରୋନା ଗ୍ରାଫ୍, ୨୪ ଘଣ୍ଟାରେ ଚିହ୍ନଟ ହେଲେ ୩୪୬ କୋଭିଡ୍ ପଜିଟିଭ୍
  • ||
  • ଜୁଲାଇ ୫ରେ ମାଟ୍ରିକ୍‌ ରେଜଲ୍ଟ ! ସୋମବାର ହୋଇପାରେ ଘୋଷଣା
  • ||
  • ବିଜେପି ରାଷ୍ଟ୍ରୀୟ କାର୍ଯ୍ୟକାରିଣୀ ବୈଠକ, ଶେଷଦିନରେ ନେତାଙ୍କୁ ଗୁରୁମନ୍ତ୍ର ଦେବେ ମୋଦୀ
  • ||
  • ସାମ୍ନାକୁ ଆସିଲେ କହ୍ନେୟାଲାଲ ହତ୍ୟାକାଣ୍ଡର ପ୍ରତ୍ୟକ୍ଷଦର୍ଶୀ, ବଖାଣିଲେ ଛାତିଥରା କାହାଣୀ
  • ||
  • ମୌସୁମୀକୁ ସକ୍ରିୟ କରିବ ଲଘୁଚାପ : ରବିବାର ଓ ସୋମବାର ଏହି ସବୁ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା
  • ||

ଜଗତସିଂହପୁର ଜିଲ୍ଲା କଟରାରେ ଗୁଳିମାଡ଼, ଜଣେ ଗୁରୁତର

10/06/2018 at 12:57 AM

ଜଗତସିଂହପୁର ଜିଲ୍ଲା କଟରାରେ ଗୁଳିମାଡ଼। ଗୁଳିମାଡ଼ରେ ଜଣେ ଗୁରୁତର। ଗୁରୁତର ଜଣେ ହେଲେ କଢାଙ୍ଗ ଗାଁର ଲିପୁ ବେହେରା । ତାଙ୍କ ଗୋଡ଼ ଓ ମୁଣ୍ଡରେ ୩ଟି ଗୁଳି ବାଜିଛି । ଗୁରୁତର ଆବସ୍ଥାରେ ତାଙ୍କୁ ଜଗତସିଂହପୁର ମେଡିକାଲରେ ଭର୍ତ୍ତି କରାଯାଇଛି । ଦୁର୍ବୁତମାନେ ଗୁଳିମାଡ଼ କରି ଫେରାର୍ ହୋଇଯାଇଛନ୍ତି। ଘଟଣାସ୍ଥଳରେ ପୋଲିସ ପହଞ୍ଚି ତଦନ୍ତ ଆରମ୍ଭ କରିଛି। ପୂର୍ବ ଶତୃତାକୁ କରି ଏହି ଗୁଳିମାଡ଼ ସନ୍ଦେହ କରାଯାଉଛି।

Leave a Reply

   Related Posts