ଜୁନ୍ ରେ ମାଟ୍ରିକ ସପ୍ଲିମେଣ୍ଟାରୀ ପରୀକ୍ଷା
7/05/2018 at 10:06 AM

ଜୁନ୍ ୨୨ରୁ ମାଟ୍ରିକ ସପ୍ଲିମେଣ୍ଟାରୀ ପରୀକ୍ଷା ହେବ ବୋଲି ବୋର୍ଡ ସଭାପତି ଜାହାନଆରା ବେଗମ୍ ସୂଚନା ଦେଇଛନ୍ତି । ସପ୍ଲିମେଣ୍ଟାରୀ ପରୀକ୍ଷା ପାଇଁ ମେ ୨୫ରୁ ଫର୍ମ ପୂରଣ ଆରମ୍ଭ ହେବ । ଛାତ୍ରଛାତ୍ରୀ ମେ ୩୧ ପର୍ଯ୍ୟନ୍ତ ଫର୍ମ ପୂରଣ କରିପାରିବେ । ଜୁନ୍ ୨୨ରୁ ସପ୍ଲିମେଣ୍ଟାରୀ ପରୀକ୍ଷା ଦେବେ ଛାତ୍ରଛାତ୍ରୀ । ଗଣମାଧ୍ୟମକୁ ସୂଚନା ଦେଇଛନ୍ତି ବୋର୍ଡ ସଭାପତି ଜାହାନାଆରା ବେଗମ୍ ।
Related Posts
କାଳବୈଶାଖୀ ପ୍ରଭାବରେ ବଜ୍ରପାତ, ଜଳିଗଲା ୭ ବଖରା ଘର
2 June 2023