Showcase2022
Showcase2022
previous arrow
next arrow

Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ସିନ୍ଧେକେଲା ଥାନା ଆଇଆଇସି ଗିରଫ, ୨୫ ହଜାର ଲାଞ୍ଚ ନେଉଥିବା ବେଳେ ଧରିଥିଲା ଭିଜିଲାନ୍ସ
  • ||
  • ଧର୍ମଗଡ: ଭାରସାମ୍ୟ ହରାଇ ଗଛରେ ପିଟିଲା ମିନିଟ୍ରକ, ଦୁର୍ଘଟଣାରେ ଜଣେ ମୃତ
  • ||
  • ଜାଡ଼ରେ ଥରୁଛି ରାଜ୍ୟ, କୋରାପୁଟରେ ତଳକୁ ଖସିଲା ପାରଦ
  • ||
  • ମୋହନା: ଗୋଷ୍ଠୀ କେନ୍ଦ୍ର ପଛପଟେ ପଡ଼ିଛି କୁଢ଼ କୁଢ଼ ଔଷଧ, ବୈଧତା ଥାଇ ବି ଫୋପାଡିଦେଲେ
  • ||
  • ପାଟଣା ରେଞ୍ଜରେ ଘୁରି ବୁଲୁଛନ୍ତି ହାତୀପଲ, ଧାନ ଫସଲ ନଷ୍ଟ ସହ ଖାଇଗଲେ ଶହ ଶହ ଧାନ ବିଡା
  • ||
  • ନିଶ୍ଚିତକୋଇଲି: ବିଳମ୍ବିତ ରାତିରେ ମାତିଲେ ଡକାୟତ, ଚୋରି କରିବାକୁ ଆସି ନେଇଗଲେ ଜୀବନ
  • ||

ଦେଶରେ କମୁଛି ସଂକ୍ରମଣ, ୨୪ ଘଣ୍ଟାରେ ବାହାରିଲେ ୩୪ ହଜାରରୁ ଅଧିକ ପଜିଟିଭ୍

21/08/2021 at 11:11 AM

ନୂଆଦିଲ୍ଲୀ, ୨୧/୦୮ : ଦେଶରେ କରୋନା ସଂକ୍ରମଣ କମିବାରେ ଲାଗିଛି । ୪ ଲକ୍ଷ ଟ୍ରେଣ୍ଡ୍ ପରେ ଦୈନିକ ଆକ୍ରାନ୍ତ ସଂଖ୍ୟା ୨ ଲକ୍ଷ ଓ ଏବେ ଦୈନିକ ଆକ୍ରାନ୍ତଙ୍କ ସଂଖ୍ୟା ୫୦ ହଜାର ତଳକୁ ଖସିଛି । ଏହା ମଧ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୩୪ ହଜାରରୁ ଅଧିକ କରୋନା ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ୩୭୫ ଜଣଙ୍କ ମୃତ୍ୟୁ ହୋଇଛି । ସ୍ୱାସ୍ଥ୍ୟ ମନ୍ତ୍ରଣାଳୟର ରିପୋର୍ଟ ଅନୁସାରେ, ୨୪ ଘଣ୍ଟାରେ ୩୪୪୫୭ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ।


ଦେଶରେ କରୋନା ଜନିତ ଦୈନିକ ମୃତ୍ୟୁ ସଂଖ୍ୟା ୩୦୦ ଟପିଛି । ୨୪ ଘଣ୍ଟା ମଧ୍ୟରେ ୩୭୫ ଜଣଙ୍କ ମୃତ୍ୟୁ ହୋଇଛି । ସେହିପରି ନୂତନ ଆକ୍ରାନ୍ତଙ୍କୁ ମିଶାଇ ଦେଶରେ ସମୁଦାୟ ସଂକ୍ରମିତଙ୍କ ସଂଖ୍ୟା ୩କୋଟି ୬୧ ଲକ୍ଷ ୩୪୦ ରେ ପହଞ୍ଚିଛି । ଯାହାକି ୧୫୧ ଦିନରେ ସବୁଠାରୁ କମ୍ କେସ୍ ।

   Related Posts