vridhi excotica
ori homes
vridhi excotica
previous arrow
next arrow

Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ପୂର୍ବ ୟୁକ୍ରେନରେ ଋଷର ଘନଘନ ଆକ୍ରମଣ, ଲୁହାଂସ୍କକୁ କବଜା କଲା ପୁଟିନ ସେନା
  • ||
  • ସେୟାର ବଜାରରେ ଉତ୍ସାହ : ଆରମ୍ଭରୁ ସବୁଜ ରଙ୍ଗରେ ଖୋଲିଲା ସେନସେକ୍ସ ଓ ନିଫ୍ଟି
  • ||
  • ‘ଶିବସେନାକୁ ଶେଷ କରିବାକୁ ଚାହୁଁଚି ବିଜେପି’ : ଗୁରୁତର ଅଭିଯୋଗ ଆଣିଲେ ଉଦ୍ଧବ
  • ||
  • କାହିଁକି ମ୍ୟାଚରେ ପଛେଇଗଲା ଭାରତ ? କାରଣ କହିଲେ ବ୍ୟାଟିଂ କୋଚ୍
  • ||
  • ଭୂମିକମ୍ପରେ ଥରିଲା ଆଣ୍ଡାମାନ-ନିକୋବର, ରିକ୍ଟର ସ୍କେଲରେ ତୀବ୍ରତା ୫.୦
  • ||
  • ଲଘୁଚାପ ପ୍ରଭାବରେ ୪ ଦିନ ପ୍ରବଳ ବର୍ଷା, ଅଧିକ ଭିଜିବ ଏହି ସବୁ ଜିଲ୍ଲା
  • ||
  • ବୁମରାହଙ୍କ ପଡିଆ ଛାଡିବା ଟିମ୍‌କୁ ପଡିଲା ମହଙ୍ଗା, ଦୁଇଟି ରିଭ୍ୟୁ ବରବାଦ କଲେ ପନ୍ତ
  • ||

ଫାର୍ମାସି କଲେଜର ଛାତ୍ର ଗତକାଲି ସଡକ ଦୁର୍ଘଟଣାରେ ବ୍ରହ୍ମପୁର-ଛତ୍ରପୁର ରାସ୍ତା ଅବରୋଧ

16/04/2018 at 9:33 PM

ରୋନାଲଡ ଫାରମାସି କଲେଜର ଛାତ୍ର ଗତକାଲି ସଡକ ଦୁର୍ଘଟଣାରେ ମୃତ୍ୟୁ ବରଣ କରିଥିଲେ। ମୃତକ ଛାତ୍ର ଜଣକ ହେଉଛନ୍ତି ଶିବାଶିଷ ପାତ୍ର। ଅଭିଯୁକ୍ତଙ୍କ ବିରୁଦ୍ଧରେ ପୁଲିସ କୌଣସି କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିନଥିବା ପ୍ରତିବାଦରେ କଲେଜ ଛାତ୍ର ଛାତ୍ରୀ ମାନେ ଆନ୍ଦୋଳନ କରିଛନ୍ତି। କଲେଜ ସମ୍ମୁଖରେ ରାସ୍ତା ଉପରେ ନିଆଁ ଲଗାଇ ଆନ୍ଦୋଳନ କରିଛନ୍ତି। ଫଳରେ ଯାତାୟାତରେ ବାଧା ଉପୁଜିଛି।

Leave a Reply

   Related Posts